ଇସ୍ରାଏଲ-ଲେବାନନ୍ରେ ୩ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା
ତେହେରାନ: ଲେବାନନ୍ ଏବଂ ଇସ୍ରାଏଲ୍ ଯୁଦ୍ଧବିରତିକୁ ଆଉ ତିନି ସପ୍ତାହ ପାଇଁ ବୃଦ୍ଧି କରିବାକୁ ପାରସ୍ପରିକ ସହମତ ହୋଇଛନ୍ତି। ହ୍ୱାଇଟ୍ ହାଉସ୍ ରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି, ଯାହା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଘୋଷଣା କରିଥିଲେ। ଇସ୍ରାଏଲୀ…