ଜାମିନ୍ ଆବେଦନ ଖାରଜ, ଜେଲ୍ ଗଲେ ସାଲୁଜାଙ୍କ ପୁଅ
ପାଟଣାଗଡ଼: ସିନେମା ହଲରେ ଧମକଚମକ, ଗଣ୍ଡଗୋଳ କରିବା ଅଭିଯୋଗରେ ପୋଲିସ କଣ୍ଟାବାଞ୍ଜି ବିଧାୟକଙ୍କ ପୁଅଙ୍କ ସହ ୬ ଜଣଙ୍କୁ ଗିରଫ କରିଥିଲା । କଂଗ୍ରେସ ବିଧାୟକ ସାଲୁଜାଙ୍କ ପୁଅ ସେଜି ସିଂଙ୍କ ଜାମିନ୍ ଆବେଦନ କୋର୍ଟ ଖାରାଜ କରିବା ପରେ ତାଙ୍କୁ ଜେଲ୍ ପଠାଇ ଦିଆଯାଇଛି ।
ସୂଚନା ଅନୁସାରେ,…