ହୁତୁହୁତୁ ହୋଇ ଜଳିଗଲା ଘର, ଗୋଟିଏ ପରିବାରର ୩ ଆହତ
ଝାରସୁଗୁଡ଼ା : ବ୍ରଜରାଜନଗର ଥାନା ଅନ୍ତର୍ଗତ ଇଟାଭଟା ପଡ଼ାରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲେ ଗୋଟିଏ ପରିବାରର ତିନି ଜଣ ।
ସୂଚନା ଅନୁଯାୟୀ, ଇଟାଭଟା ପଡ଼ାର ଜଣକ ଘରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ । ବିଳମ୍ବିତ ରାତିରେ ଶୋଇଥିବା ବେଳେ ଘରେ ହଠାତ ନିଆଁ ଲାଗିଯାଇଥିଲା । ନିଆଁର…