Gun Smugglers: ଧରାହେଲେ ୨ ଆନ୍ତଃରାଜ୍ୟ ଅପରାଧି;୫ ବନ୍ଧୁକ,୯ ଜୀବନ୍ତ ଗୁଳିଜବତ
ଭୁବନେଶ୍ବର: ଅନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗ୍ର ୨ ସଦସ୍ୟ ଗିରଫ । ବନ୍ଧୁକ କିଣିବାକୁ ଯାଇ ବନ୍ଧୁକ ବେପାରୀଙ୍କୁ ଧରିବାରେ ସଫଳ ହୋଇଛି କମିଶନରେଟ୍ ପୋଲିସ । ଧରାପଡିଛନ୍ତି ଦୁଇ ବନ୍ଧୁକ ବେପାରୀ । ବଡ ଲୁଟ୍ ପାଇଁ ଯୋଜନାବେଳେ କାବୁ କରିଛି ସ୍ପେଶାଲ କ୍ରାଇମ୍ ୟୁନିଟ୍। ଅଭିଯୁକ୍ତଙ୍କଠାରୁ ଗୋଟିଏ…