ଛାତ୍ର ସଂସଦ ନିର୍ବାଚନ ବନ୍ଦକୁ କଂଗ୍ରେସର ବିରୋଧ: ଅତନୁଙ୍କ ବାସଭବନ ଉପରକୁ ଅଣ୍ଡମାଡ
ଭୁବନେଶ୍ୱର:ଛାତ୍ର ସଂସଦ ନିର୍ବାଚନ ବନ୍ଦକୁ ବିରୋଧ କରି ଗର୍ଜିଲା ଛାତ୍ର କଂଗ୍ରେସ । ପ୍ରତିବାଦରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ବାସଭବନ ଘେରିଲା ଛାତ୍ର କଂଗ୍ରେସ । ବାସଭବନ ଘେରାଉ ସହ ଅଣ୍ଡାମାଡ଼ କଲା । ଏଥିସହିତ ତୁରନ୍ତ ଛାତ୍ର ସଂସଦ ନିର୍ବାଚନ କରିବା ଦାବି ପାଇଁ…