ପୁରୀରେ ଶ୍ରୀଜିଉଙ୍କ ଦର୍ଶନ କଲେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ
ପୁରୀ: ଆଜି ଶ୍ରୀଜିଉଙ୍କ ଦର୍ଶନ କଲେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ସୀତାରମଣଙ୍କ ସହ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର, ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଓ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର…