ପ୍ରଶ୍ନପତ୍ର ଲିକ୍ ଘଟଣାରେ ଗିରଫ ଅଭିଯୁକ୍ତଙ୍କ ସମ୍ପତ୍ତିକୁ ନେଇ ବଢ଼ିଲା ଚର୍ଚ୍ଚା
ଭୁବନେଶ୍ୱର: ଓଏସଏସସି ପ୍ରଶ୍ନପତ୍ର ଲିକ୍ ମାମଲାରେ ଶିକ୍ଷକ ଗୋବିନ୍ଦ ତ୍ରିପାଠୀ ଓ ସୁଶାନ୍ତ ସାହୁ ଗିରଫ ହେବା ପରେ ସେମାନଙ୍କ ସମ୍ପର୍କରେ ଅନେକ ତଥ୍ୟ ପଦାକୁ ଆସିବା ଆରମ୍ଭ ହୋଇଛି।
ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଅଞ୍ଚଳର ମୂଳ ବାସିନ୍ଦା ଗୋବିନ୍ଦ ତ୍ରିପାଠୀ କନ୍ଧମାଳ ଜିଲ୍ଲା ସିରସିପଙ୍ଗା…