ସମ୍ବଲପୁରରେ ଚାଞ୍ଚଲ୍ୟ: ପୋଲ ଉପରେ ସ୍କୁଟି ଥୋଇ ମହାନଦୀକୁ ଡେଇଁ ପଡିଲେ ଯୁବକ, କାରଣ ଅସ୍ପଷ୍ଟ
ସମ୍ବଲପୁର : ସମ୍ବଲପୁରରେ ଚାଞ୍ଚଲ୍ୟକର ଘଟଣା ଘଟିଛି । ଚାଉଁରପୁର ପୋଲ ଉପରେ ସ୍କୁଟି ଥୋଇ ମହାନଦୀକୁ ଡେଇଁ ପଡିଛନ୍ତି ଜଣେ ଯୁବକ । ଯୁବକଙ୍କ ପରିଚୟ ଅସ୍ପଷ୍ଟ ରହିଥିବାବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ବ୍ୟକ୍ତିଙ୍କର କୌଣସି ପତ୍ତା ମିଳିନି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀର ଉଦ୍ଧାର…