Latest Odisha News

BREAKING NEWS

ମୋଗଲ ଗାର୍ଡେନର ନାଁ ଏବେ ଅମୃତ ଉଦ୍ୟାନ

ନୂଆଦିଲ୍ଲୀ:ରାଷ୍ଟ୍ରପତି ଭବନରେ ଥିବା ମୋଗଲ ଗାର୍ଡେନ ଏବେ ଅମୃତ ଉଦ୍ୟାନ ନାଁରେ ପରିଚିତ ହେବ । ୧୫ ଏକରରୁ ଅଧିକ ଜମିରେ ତିଆରି ଏହି ଉଦ୍ୟାନ ବ୍ରିଟିଶ ଶାସନ କାଳରେ ତିଆରି ହୋଇଥିଲା। କୁହାଯାଏ, ମୋଗଲ ଗାର୍ଡେନ ହେଉଛି ରାଷ୍ଟ୍ରପତି ଭବନର ଆତ୍ମା। ଏହି ଗାର୍ଡେନଟି ସ୍ୱତନ୍ତ୍ର କିସମର ଗୋଲାପ ଓ…

କୋଟିପତି ଭିକାରୁଣୀ: ଭିକ ମାଗିବାକୁ ଯାଆନ୍ତି ଦାମି କାରରେ

ଆବୁଧାବି: ମସଜିଦ୍ ଆଗରେ ବସିଛନ୍ତି ଜଣେ ମହିଳା । ପିନ୍ଧିଛନ୍ତି ଫଟାଚିରା କପଡ଼ା । ପାଖରେ ଅଛି ଗୋଟିଏ ଛିଣ୍ଡା ବ୍ୟାଗ୍ । ମସଜିଦ୍‌କୁ ଆସୁଥିବା ଲୋକଙ୍କୁ ହାତ ପାତି ଭିକ ମାଗୁଛନ୍ତି । ଏହା ନିତିଦିନିଆ ଘଟଣା । ଭିକ ମାଗିବାରୁ ଯାହା ମିଳେ ତାକୁ ନେଇ ଘରକୁ ଯାଇଥାନ୍ତି । ଆପଣ ଏବେ ଭାବୁଥିବେ…

ଯବାନଙ୍କ ମହାନ କାମ: ରୋଗୀଙ୍କୁ କାନ୍ଧରେ ବୋହି ଡାକ୍ତରଖାନାରେ ପହଞ୍ଚାଇଲେ

ଶ୍ରୀନଗର: ଭାରତୀୟ ସେନା ଶତ୍ରୁଙ୍କ ପାଇଁ  ଯେତିକି କଠୋର ଅସହାୟଙ୍କ ପାଇଁ ସେତିକି କୋମଳ । ଭାରତୀୟ ସେନା ବୁଝିଛନ୍ତି, ତାଙ୍କର କର୍ତ୍ତବ୍ୟ ହେଉଛି ସୁରକ୍ଷା ଯୋଗାଇ ଦେବା । ଦେଶବାସୀଙ୍କୁ ତାଙ୍କର ଗୋଟିଏ ବାର୍ତ୍ତା.. ‘ଆମେ ଅଛୁ..ତୁମେ ନିଶ୍ଚିନ୍ତ ରୁହ’ । ସୀମାନ୍ତ ହେଉ ବା ଦେଶ ଭିତରେ…

ଅଜବ ଚାକିରୀ… କେବଳ ଖାଇବ, ଶୋଇବ ମାସକୁ ଦରମା ନେବ

ନୂଆଦିଲ୍ଲୀ : ଚାକିରୀକୁ ନେଇ ସମସ୍ତଙ୍କ ମନରେ ଅନେକ କଥା ଆସିଥାଏ ।  କିଛି ଲୋକ କହିଥାଆନ୍ତି ଏମିତି କିଛି ଚାକିରି ମିଳନ୍ତାନି ଯେଉଁଥିରେ ମାସକୁ ମାସ ଦରମା ଆସନ୍ତା ହେଲେ କିଛି କାମ କରିବାକୁ ପଡ଼ନ୍ତାନି । କେବଳ ଖାଇ ପିଇ ଶୋଇବା ପାଇଁ ଦରମା ମିଳନ୍ତା । ଠିକ୍ ଏମିତି କିଛି ଚାକିରି ବିଷୟରେ…

ପାକିସ୍ତାନକୁ ନୋଟିସ୍‌ ଦେଲା ଭାରତ

ନୂଆଦିଲ୍ଲୀ : ବହୁତ ଖରାପ ସମୟ ଦେଇ ଗତି କରୁଛି ଏବେ ପାକିସ୍ତାନ । ୧୯୬୦ ସିନ୍ଧୁ ଜଳ ଚୁକ୍ତି ଉଲ୍ଲଂଘନକୁ ନେଇ ଏବେ ପାକିସ୍ଥାନକୁ ନୋଟିସ ଜାରି କରିଛି ଭାରତ । ପାକିସ୍ତାନର ବହୁ କାର୍ଯ୍ୟ ସିନ୍ଧୁ ଜଳ ଚୁକ୍ତି ଉଲ୍ଲଂଘନ କରୁଥିବାରୁ ଏହି ନୋଟିସ ଜାରି କରାଯାଇଥିବା ଜଣାପଡ଼ିଛି । ୧୯୬୦ରେ…

ପୁରୀ ରେଳଷ୍ଟସନରେ ପହଞ୍ଚିଲା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌

ପୁରୀ: ଆଜି ଶ୍ରୀଜଗନ୍ନାଥ ଏକ୍ସପ୍ରେସ ପୁରୀ ରେଳଷ୍ଟେସନରେ ପହଞ୍ଚିଛି । ସଫଦରଜଙ୍ଗ ଷ୍ଟେସନରେ ପତାକା ଦେଖାଇ ଗତ ବୁଧବାର ଦିନ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ରେଳସେବାର ଶୁଭରାମ୍ଭ କରିବା ସହ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏହି…

ମାସିକ ଦରମା ବୃଦ୍ଧି ପାଇଁ ଦାବି କଲେ ବିଦ୍ୟୁତ କର୍ମଚାରୀ ସଂଘ

ଜଗତସିଂହପୁର: ଜଗତସିଂହପୁର ବ୍ଲକ ଅନ୍ତର୍ଗତ ନୂଆପୋଲ କଲ୍ୟାଣ ମଣ୍ଡପ ପରିସରରେ ଆଜି ମା’ ଶାରଳା ଇଲେକ୍ଟ୍ରିକାଲ ଏମ୍ପ୍ଲଇଜ ୟୁନିୟନର ପ୍ରଥମ ଅଧିବେଶନ ଭ୍ରମରବର ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଇଛି। ସଭାରେ ଓଡ଼ିଶା ରାଜ୍ୟ କର୍ମଚାରୀ ସଂଘର ଅଧ୍ୟକ୍ଷ ରାମକୃଷ୍ଣ ପଣ୍ଡା, ଓଡ଼ିଶା ରାଜ୍ୟ…

ଧିରେ ଧିରେ ସ୍ୱାଭାବିକ ହେଉଛି ପିଲାଙ୍କ ସ୍ୱାସ୍ଥ୍ୟବସ୍ଥା

ଯାଜପୁର : ସରସ୍ବତୀ ପୂଜା ଭୋଜି ଖାଇ ଛାତ୍ରଛାତ୍ରୀ ଅସୁସ୍ଥ ଘଟଣା । ଯାଜପୁର ଦାନଗଦି ବ୍ଲକ ଶରତ ରାଉତ ଉଚ୍ଚ ବିଦ୍ୟାପୀଠରେ ଭୋଜି ଖାଇ ଛାତ୍ରଛାତ୍ରୀ ଅସୁସ୍ଥ ଥିବା ଘଟଣାରେ ଏବେ ଧିରେ ଧିରେ ସ୍ୱାଭାବିକ ହେଉଛି ପିଲାଙ୍କ ସ୍ୱାସ୍ଥ୍ୟବସ୍ଥା। ସରସ୍ୱତୀ ପୂଜା ଦିନ ସ୍କୁଲ ପରିସରରେ ହୋଇଥିବା ଭୋଜି…

୪୫ ବର୍ଷରେ କିଶୋରଙ୍କ ପରି ଚମକୁଛନ୍ତି; ଫିଟନେସ ପାଇଁ ଖର୍ଚ୍ଚ କରୁଛନ୍ତି ବାର୍ଷିକ ୧୬ କୋଟି

ନୂଆଦିଲ୍ଲୀ:  ଘାରିଛି ଫିଟ୍‌ନେସ୍‌ର ନିଶା  । ବୟସ୍କ ହେବାକୁ ଚାହୁନାହାଁନ୍ତି କିଛି ଲୋକ  । ସେଥିପାଇଁ ଖର୍ଚ୍ଚ କରୁଛନ୍ତି କୋଟି କୋଟି ଟଙ୍କା  ।  ସାଧାରଣତଃ ବୟସ ହୋଇଗଲେ ଆମ ଶରୀର ଅସୁସ୍ଥ ହେବା ସହ ଚର୍ମ ଲୋଚାକୋଚା ହୋଇଯାଏ  । କିନ୍ତୁ ଏହି ବାସ୍ତବତାକୁ ମାନିବାକୁ କିଛି ଲୋକ…

ଅପରାଧୀଙ୍କୁ ପୂଜା: ମନସ୍କାମନା ପୂରଣ ପାଇଁ ଚଢାଯାଏ ମଦ

ନୂଆଦିଲ୍ଲୀ : ଭଗବାନଙ୍କୁ ଆମ୍ଭେମାନେ ପୂଜାର୍ଚ୍ଚନା କରିଥାନ୍ତି । ଏମିତି କି ନିଜର ମନସ୍କାମନା ପୂରଣ ପାଇଁ ଭୋଗ,ଦୀପ,ନୈବଦ୍ୟ ଅର୍ପଣ କରିଥାନ୍ତି । ହେଲେ ଏମିତି ଏକ ସ୍ଥାନ ରହିଛି ଯେଉଁଠି ଲୋକେ ଅପରାଧୀଙ୍କୁ ଭଗବାନଙ୍କ ପରି ପୂଜାର୍ଚ୍ଚନା କରିଥାନ୍ତି ଓ ମନସ୍କାମନା ପୂରଣ ପରେ ମଦ…