ଜେରୁସେଲମରେ ଆତଙ୍କବାଦୀ ଆକ୍ରମଣ; ୭ ଜଣଙ୍କୁ ଗୁଳି କରି ହତ୍ୟା
ଜେରୁସେଲମ: ଜେରୁସେଲମରେ ଆତଙ୍କବାଦୀ ଆକ୍ରମଣ। ଲୋକଙ୍କୁ ଉପରେ ଆଖିବୁଜା ଗୁଳି ଚଳାଇଲା ଆତଙ୍କବାଦୀ। ଏହି ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ଇସ୍ରାଏଲ୍ ପୁଲିସ ସୂଚନା ଦେଇଛି। ଇସ୍ରାଏଲ୍ ତବ୍ଜାରେ ଥିବା ପୂର୍ବ ଜେରୁସେଲମର ଆରାଧନା ସ୍ଥଳ ନିକଟରେ ଏହି ଗୁଳିକାଣ୍ଡ ଘଟିଛି। ଶକ୍ରବାର ଜଣେ…