ରାଜଧାନୀ ଏକ୍ସପ୍ରେସରେ ତେଜସ୍ ରେକ୍ସର ଶୁଭାରମ୍ଭ କଲେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ
ଭୁବନେଶ୍ୱର: ରାଜଧାନୀ ଏକ୍ସପ୍ରେସରେ ତେଜସ୍ ରେକ୍ସର ଶୁଭାରମ୍ଭ କରିଛନ୍ତି ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ଅତ୍ୟାଧୁନିକ ତେଜସ୍ ରେକ୍ଲ ଲଗାଯାଇଥିବା ଏହି ଟ୍ରେନ୍ ଘଣ୍ଟା ପ୍ରତି ସର୍ବାଧିକ ୧୬୦ କିଲୋମିଟର ବେଗରେ ଯାତ୍ରା କରିପାରିବ। ଭୁବନେଶ୍ୱର-ନୂଆଦିଲ୍ଲୀ ମଧ୍ୟରେ ଏହାର ଯାତ୍ରା ସମୟରେ…