Latest Odisha News

BREAKING NEWS

କେସିଆରଙ୍କ ମିଶନ ଓଡ଼ିଶା, କିଏ କିଏ ହେଲେ BRSରେ ସାମିଲ୍ ?

ଭୁବନେଶ୍ୱର: ଓଡ଼ିଶା ରାଜନୀତିରେ ହଲଚଲ୍ । ଏଣ୍ଟ୍ରି ମାରିଲେ କେସିଆର୍ । ୨୦୨୪ରେ ବଦଳିବ କି ଓଡ଼ିଶା ରାଜନୀତିର ଗତି ? ଚାଷୀ ବହୁଳ ରାଜ୍ୟ ଓଡ଼ିଶାରେ ପାଦ ଥାପିଛି କେସିଆରଙ୍କ ଦଳ ଭାରତ ରାଷ୍ଟ୍ର ସମିତି । ଶୁକ୍ରବାର ହାଇଦ୍ରାବାଦରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପୂର୍ବତନ…

ବସନ୍ତଙ୍କୁ ସମ୍ବର୍ଦ୍ଧିତ କଲେ ସିଏବି, ଓସିଏ

କଲିକତା: ଓଡିଶାର ଅଭିଜ୍ଞ ପେସ ବୋଲର ବସନ୍ତ ମହାନ୍ତି ବେଙ୍ଗଲ ବିପକ୍ଷରେ ତାଙ୍କ କ୍ୟାରିୟରର ଶେଷ ମ୍ୟାଚ ଖେଳିଛନ୍ତି । ରଣଜୀ ଟ୍ରଫିର ଏହି ମୁକାବିଲାରେ ଓଡିଶା ଚମତ୍କାର ପ୍ରଦର୍ଶନ କରି ବେଙ୍ଗଲକୁ ପରାସ୍ତ କରିଛି । ଶୁକ୍ରବାର ଓଡିଶା କ୍ରିକେଟ ଆସୋସିଏଶନ ବସନ୍ତଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।…

ହକି ବିଶ୍ୱକପ୍ ସେମି ଫାଇନାଲରେ କଳିଙ୍ଗ ଷ୍ଟାଡିୟମ୍ ଖାଁ ଖାଁ

ଭୁବନେଶ୍ୱର: ହକି ମହାକୁମ୍ଭ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଆଜି କଳିଙ୍ଗ ଷ୍ଟାଡିୟମରେ ୨ଟି ମ୍ୟାଚ୍ ଖେଳା ଯାଇଥିବା ବେଳେ ହକିପ୍ରେମୀଙ୍କ ମଧ୍ୟରେ ଉତ୍ସାହ ନାହିଁ । ଏକଥା ଆମେ କହୁନୁ ବରଂ ଅପରାହ୍ଣ ୪ଟା ୩୦ରେ ଅଷ୍ଟ୍ରେଲିଆ ଓ ଜର୍ମାନୀ ମଧ୍ୟରେ ଖେଳା ଯାଇଥିବା ମ୍ୟାଚରେ ଦର୍ଶକଙ୍କ ଅନୁପସ୍ଥିତି…

ଧୋନୀଙ୍କ ପ୍ରଡକ୍ସନ ହାଉସର ପ୍ରଥମ ଫିଲ୍ମର ନାମ ଲେଟସଗେଟ ମ୍ୟାରେଡ

ମୁମ୍ବାଇ:ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ଭାରତୀୟ କ୍ରିକେଟର ସଫଳ ଅଧିନାୟକ ମହେନ୍ଦ୍ର ସିଂ ଧୋନି ଫିଲ୍ମ ଦୁନିଆରେ ପାଦ ଥାପିଛନ୍ତି । ୨୦୧୯ରେ ସେ ଧୋନୀ ଏଂଟରଟେନମେଂଟ ନାମକ ଏକ ପ୍ରଡକ୍ସନ ହାଉସ ଆରମ୍ଭ କରିଥିଲେ । ଧୋନୀ ଏବଂ ତାଙ୍କ ପତ୍ନୀ ସାକ୍ଷୀ ଏହାକୁ ମିଳିତ ଭାବେ ଚଳାଉଛନ୍ତି…

୧୧୪ ପିଲାଙ୍କୁ ଜଣେ ଶିକ୍ଷକ: ଧାରଣାରେ ବସିଲେ ଛାତ୍ରଛାତ୍ରୀ, ଅଭିଭାବକ

ଯାଜପୁର: ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ଅନ୍ତର୍ଗତ ନୀଳକଣ୍ଠେଶ୍ୱର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୭ଟି ଶ୍ରେଣୀରେ ୧୧୪ ଜଣ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଉଛନ୍ତି ମାତ୍ର ଜଣେ ଶିକ୍ଷକ । ଫଳରେ ପାଠପଢାରେ ବ୍ୟାଘାତ ହେଉଛି । ଶିକ୍ଷକ ନିଯୁକ୍ତି ନେଇ ଗ୍ରାମବାସୀ ବାରମ୍ବାର ଦାବି କଲେ ମଧ୍ୟ କେହି…

ସରସ୍ୱତୀ ମୂର୍ତ୍ତି ବିସର୍ଜନ ବେଳେ ନଦୀରେ ବୁଡ଼ିଗଲେ ୨ ଯୁବକ, ଜଣେ ମୃତ , ଜଣେ ଗୁରୁତର

ଯାଜପୁର: ଯାଜପୁର ଜିଲା ବରୀ ବ୍ଲକ ତିନିମୁହାଣୀ ବ୍ରାହ୍ମଣୀ ନଦୀରେ ଶୁକ୍ରବାର ସରସ୍ୱତୀ ମୂର୍ତ୍ତି ବିସର୍ଜନ ବେଳେ ୨ ଜଣ ଯୁବକ ବୁଡ଼ିଯାଇଥିଲେ । ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଅଛନ୍ତି । ମୃତ ଯୁବକ ଜଣକ ହେଲେ ରଜତ କୁମାର ସାହୁ । ଉଭୟଙ୍କ ଘର ବରୀ ଦରଘା…

ବିବିସି ଡକ୍ୟୁମେଣ୍ଟରି ବିବାଦ: ଗିରଫ ହେଲେ ଦିଲ୍ଲୀ ୟୁନିଭର୍ସିଟି ଫାକଲ୍ଟି ଅଫ ଆର୍ଟସର ଛାତ୍ର

ନୂଆଦିଲ୍ଲୀ: ୨୦୦୨  ଗୁଜୁରାଟ ଦଙ୍ଗାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପରେ ବିବିସି କରିଥିବା ଏକ ଡକ୍ୟୁମେଣ୍ଟାରିକୁ ନେଇ ବିବାଦ ତେଜିବାରେ ଲାଗିଛି । ଏଥିରେ ଦଙ୍ଗା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦାୟୀ କରାଯାଇଛି । ଏହି ଡକ୍ୟୁମେଣ୍ଟାରୀକୁ ଭାରତରେ ବିରୋଧ କରିବା…

ରଣଜୀ ଟ୍ରଫି: ବେଙ୍ଗଲକୁ ହରାଇ ଓଡିଶା ଟିମ ବସନ୍ତ ମହାନ୍ତିଙ୍କୁ ଦେଲା ସ୍ମରଣୀୟ ବିଦାୟ

କଲିକତା: ଚଳିତ ରଣଜୀ ଟ୍ରଫି କ୍ରିକେଟରେ ଓଡିଶା ତାର ଶେଷ ମ୍ୟାଚରେ ଚମତ୍କାର ପ୍ରଦର୍ଶନ କରି ଟେବୁଲ ଟପର ବେଙ୍ଗଲକୁ ୭ ୱିକେଟରେ ପରାସ୍ତ କରିଛି । ଓଡିଶାର ଏହି ବିଜୟ ସହ ପେସ ବୋଲର ବସନ୍ତ ମହାନ୍ତିଙ୍କ କ୍ୟାରିୟରର ଶେଷ ମ୍ୟାଚ ସ୍ମରଣୀୟ ହୋଇପଡିଛି । ଯୁବ ପେସର ସୁନୀଲ ରାଉଳ ଏହି ମ୍ୟାଚରେ ୧୧୫…

ଦୁଇ ବିଧବାଙ୍କ କାନ୍ଧରେ ପରିବାରର ବୋଝ, ମୁଣ୍ଡ ଗୁଞ୍ଜିବାକୁ ନାହିଁ ଘର

ନବରଙ୍ଗପୁର: ବଖରାଏ ଘର, ୫ ପ୍ରାଣୀର କୁଟୁମ୍ବ । ପାଇଖାନାରେ ଖାଦ୍ୟ ରାନ୍ଧି ଖାଉଛନ୍ତି ପରିବାର । ରାଜ୍ୟରେ ଆବାସକୁ ନେଇ ରାଜନୈତିକ ବୟାନବାଜି ଚାଲିଥିବା ବେଳେ ନେତାଙ୍କ ଇଚ୍ଛାଶକ୍ତି ଓ ପ୍ରଶାସନର ପାରିବା ପଣିଆ ଉପରେ ଏ ଦୃଶ୍ୟ ପ୍ରଶ୍ନ ଉଠାଉଛି । ମୁଣ୍ଡ ଗୁଞ୍ଜିବାକୁ ଜାଗା ନଥିବା ବେଳେ ଏବେ…

୪୫ ବର୍ଷରୁ ଅଧିକ ହେଲାଣି ଗାଁରେ ପଶିନି ରସୁଣ, ପିଆଜ

ପିଆଜ ଓ ରସୁଣର ମୂଲ୍ୟ ବୃଦ୍ଧି ଏବଂ ହ୍ରାସ ନେଇ ସବୁବେଳେ ଚର୍ଚ୍ଚା । କୁହାଯାଏ, ଗରିବଙ୍କ ଘରେ ପ୍ରତ୍ୟେକ ଦିନ ପିଆଜ ଦରକାର ପଡ଼ିଥାଏ । ପିଆଜ ଓ ରସୁଣ ଖାଇଲେ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିଥାଏ । ତଥାପି ଏମିତି ଏକ ଗାଁ ଅଛି ଯେଉଁଠି ବର୍ଷ କି ଦୁଇ ବର୍ଷ ନୁହେଁ ୪୫ ବର୍ଷରୁ ଅଧିକ…