Latest Odisha News

BREAKING NEWS

ରଣଜୀ ଟ୍ରଫି: ବେଙ୍ଗଲକୁ ହରାଇ ଓଡିଶା ଟିମ ବସନ୍ତ ମହାନ୍ତିଙ୍କୁ ଦେଲା ସ୍ମରଣୀୟ ବିଦାୟ

କଲିକତା: ଚଳିତ ରଣଜୀ ଟ୍ରଫି କ୍ରିକେଟରେ ଓଡିଶା ତାର ଶେଷ ମ୍ୟାଚରେ ଚମତ୍କାର ପ୍ରଦର୍ଶନ କରି ଟେବୁଲ ଟପର ବେଙ୍ଗଲକୁ ୭ ୱିକେଟରେ ପରାସ୍ତ କରିଛି । ଓଡିଶାର ଏହି ବିଜୟ ସହ ପେସ ବୋଲର ବସନ୍ତ ମହାନ୍ତିଙ୍କ କ୍ୟାରିୟରର ଶେଷ ମ୍ୟାଚ ସ୍ମରଣୀୟ ହୋଇପଡିଛି । ଯୁବ ପେସର ସୁନୀଲ ରାଉଳ ଏହି ମ୍ୟାଚରେ ୧୧୫…

ଦୁଇ ବିଧବାଙ୍କ କାନ୍ଧରେ ପରିବାରର ବୋଝ, ମୁଣ୍ଡ ଗୁଞ୍ଜିବାକୁ ନାହିଁ ଘର

ନବରଙ୍ଗପୁର: ବଖରାଏ ଘର, ୫ ପ୍ରାଣୀର କୁଟୁମ୍ବ । ପାଇଖାନାରେ ଖାଦ୍ୟ ରାନ୍ଧି ଖାଉଛନ୍ତି ପରିବାର । ରାଜ୍ୟରେ ଆବାସକୁ ନେଇ ରାଜନୈତିକ ବୟାନବାଜି ଚାଲିଥିବା ବେଳେ ନେତାଙ୍କ ଇଚ୍ଛାଶକ୍ତି ଓ ପ୍ରଶାସନର ପାରିବା ପଣିଆ ଉପରେ ଏ ଦୃଶ୍ୟ ପ୍ରଶ୍ନ ଉଠାଉଛି । ମୁଣ୍ଡ ଗୁଞ୍ଜିବାକୁ ଜାଗା ନଥିବା ବେଳେ ଏବେ…

୪୫ ବର୍ଷରୁ ଅଧିକ ହେଲାଣି ଗାଁରେ ପଶିନି ରସୁଣ, ପିଆଜ

ପିଆଜ ଓ ରସୁଣର ମୂଲ୍ୟ ବୃଦ୍ଧି ଏବଂ ହ୍ରାସ ନେଇ ସବୁବେଳେ ଚର୍ଚ୍ଚା । କୁହାଯାଏ, ଗରିବଙ୍କ ଘରେ ପ୍ରତ୍ୟେକ ଦିନ ପିଆଜ ଦରକାର ପଡ଼ିଥାଏ । ପିଆଜ ଓ ରସୁଣ ଖାଇଲେ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିଥାଏ । ତଥାପି ଏମିତି ଏକ ଗାଁ ଅଛି ଯେଉଁଠି ବର୍ଷ କି ଦୁଇ ବର୍ଷ ନୁହେଁ ୪୫ ବର୍ଷରୁ ଅଧିକ…

୧୯ ବର୍ଷରୁ କମ୍ ମହିଳା ଟି୨୦ ବିଶ୍ୱକପ: ଫାଇନାଲରେ ଭାରତ

ପୋଚେଷ୍ଟ୍ରୁମ: ଭାରତୀୟ ଟିମ ଚଳିତ ୧୯ ବର୍ଷରୁ କମ ମହିଳା ଟି୨୦ ବିଶ୍ୱକପ କ୍ରିକେଟର ଫାଇନାଲରେ ପ୍ରବେଶ କରିଛି । ଶୁକ୍ରବାର ଅନୁଷ୍ଠିତ ସେମିଫାଇନାଲରେ ଭାରତ ନ୍ୟୁଜିଲାଣ୍ଡକୁ ୮ ୱିକେଟରେ ହରାଇଥିଲା । ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୮ ୱିକେଟ ହରଇ ୧୦୭ ରନ କରିଥିଲା ।…

କମୁଛି ଆଦାନୀଙ୍କ ସମ୍ପତ୍ତି, ବିଶ୍ୱର ସର୍ବଶ୍ରେଷ୍ଠ ଧନୀ ତାଲିକାର ସପ୍ତମ ସ୍ଥାନକୁ ଖସିଲେ ଗୌତମ ଆଦାନୀ

ନୂଆଦିଲ୍ଲୀ: ଆମେରିକାର ଏକ ରିସର୍ଚ୍ଚ ସଂସ୍ଥାର ରିପୋର୍ଟ ଆଦାନୀଙ୍କ ନିଦ ହଜାଇ ଦେଇଛି । ଶୁକ୍ରବାର ସକାଳୁ ଆଦାନୀଙ୍କ ସମ୍ପତ୍ତି ପ୍ରାୟ ୨୦ ପ୍ରତିଶତ ହ୍ରାସ ପାଇଛି । ଏଥିସହ ବିଶ୍ୱର ସର୍ବଶ୍ରେଷ୍ଠ ଧନୀ ତାଲିକାରେ ସପ୍ତମ ସ୍ଥାନକୁ ଖସି ଆସିଛନ୍ତି ଗୌତମ ଆଦାନୀ । ସେୟାର ମାର୍କେଟରେ…

ଖଣି ଦୁର୍ନୀତି ମାମଲା, ୫ ଘଣ୍ଟା ପରେ ଇଡି ଅଫିସରୁ ବାହାରିଲେ ବିଜେଡି ବିଧାୟକ

ଭୁବନେଶ୍ୱର: ଇଡି ଖୋଲୁଛି ଖଣି ଫାଇଲ୍ । ତାଳଚେର ବିଜେଡି ବିଧାୟକ ବ୍ରଜ ପ୍ରଧାନ ଦ୍ୱିତୀୟ ଥର ପାଇଁ ଇଡିରେ ହାଜର ହୋଇଛନ୍ତି । ପ୍ରାୟ ୫ ଘଣ୍ଟାର ଜେରା ପରେ ବ୍ରଜ ପ୍ରଧାନ ଇଡି କାର୍ଯ୍ୟାଳୟରୁ ବାହାରି ଥିବା ବେଳେ ଗଣମାଧ୍ୟମକୁ କୌଣସି ପ୍ରତିକ୍ରିୟା ଦେଇ ନାହାଁନ୍ତି । ଏହା ପୂର୍ବରୁ ଗତ ୨୦…

ମରିଗଲା ମାନବିକତା: ପାଳିତ ସନ୍ତାନଙ୍କୁ ଲହୁଲୁହାଣ କରିଦେଲେ ବାପା-ମା’

ଢେଙ୍କାନାଳ : ମରିଗଲା ମାନବିକତା । ନୃଶଂସ ସାଜିଲେ ବାପା ମା’ । ଏଭଳି ଏକ ଦୃଶ୍ୟ ସାମ୍ନାକୁ ଆସିଛି ଯାହା ଜାଣିଲେ ଆପଣଙ୍କ ପାଦ ତଳୁ ମାଟି ଖସିଯିବ । ଦୁଇ ଶିଶୁଙ୍କୁ ମାଡ଼ ମାରି ଲହୁଲୁହାଣ କରି ଘର ଓ ଲାଟିନ ରୁମରେ  ତାଲା ପକାଇଲେ ପାଳିତ ପିତାମାତା । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଗଛରେ ଲାଇବ୍ରେରୀ

ଗଛ ଉପରେ ତିଆରି ହୋଇଛି ସୁନ୍ଦର ଲାଇବ୍ରେରୀ । ଆଉ ସେଠାକୁ ପାଠକୀୟ ରୁଚି ରଖୁଥିବା ଲୋକମାନେ ମଧ୍ୟ ପଢିବାକୁ ଆସୁଛନ୍ତି । ଏହା ପଡିଲେ ଯେ କେହି ଆଶ୍ଚର୍ଯ୍ୟ ହୋଇଯିବ ନିଶ୍ଚୟ । ଏମିତି ଏକ ଅଜବ ଲାଇବ୍ରେରୀ ରହିଛି ଆମେରିକାରେ । କୌଣସି ଘର ଭିତରେ ନୁହେଁ, ଘର ବାହାରେ ଶୁଖିଲା ଗଛରେ ରହିଛି…

ଓଡ଼ିଆ ଛାତ୍ରଙ୍କ ପ୍ରଶ୍ନରେ ଭାବୁକ ହେଲେ ପ୍ରଧାନମନ୍ତ୍ରୀ: ସୁନ୍ଦର ଭାବେ ବୁଝାଇଲେ ପ୍ରଶ୍ନର ଉତ୍ତର

ଭୁବନେଶ୍ୱର: ଦିଲ୍ଲୀ କାଲକଟୋରା ଷ୍ଟାଡିୟମରେ ଆଜି ଆୟୋଜିତ ହୋଇଥିଲା ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଛାତ୍ରଛାତ୍ରୀମାନଙ୍କୁ ପରୀକ୍ଷା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣର୍ ଟିପ୍ସ ଦେଇଥିଲେ। ୨୦୧୮ରୁ ପ୍ରତିବର୍ଷ ପ୍ରଧାନମନ୍ତ୍ରୀ…

ବିଲରେ ଫସଲ କରିବ ଡ୍ରୋନ୍

ନୂଆଦିଲ୍ଲୀ: ବଦଳିଛି ସମୟ, ବଦଳିଛି ବିଜ୍ଞାନ । ଆଧୁନିକ ଜ୍ଞାନ କୌଶଳକୁ ନେଇ ଚାଷ କାର୍ଯ୍ୟରେ ବେଶ୍ ଉନ୍ନତି ହେଉଛି । କୃଷି କ୍ଷେତ୍ରରେ ବିଜ୍ଞାନର ଉପଯୋଗ କରିବା ପାଇଁ କେନ୍ଦ୍ର ସରକାର ମଧ୍ୟ  ସମସ୍ତ ପ୍ରକାର ଉଦ୍ୟମ କରୁଛନ୍ତି। ଏବେ ପୁଣି ପାଦେ ଆଗେଇଛି ବିଜ୍ଞାନ । ଚାଷ କ୍ଷେତ୍ରରେ…