ଗଛରେ ଲାଇବ୍ରେରୀ
ଗଛ ଉପରେ ତିଆରି ହୋଇଛି ସୁନ୍ଦର ଲାଇବ୍ରେରୀ । ଆଉ ସେଠାକୁ ପାଠକୀୟ ରୁଚି ରଖୁଥିବା ଲୋକମାନେ ମଧ୍ୟ ପଢିବାକୁ ଆସୁଛନ୍ତି । ଏହା ପଡିଲେ ଯେ କେହି ଆଶ୍ଚର୍ଯ୍ୟ ହୋଇଯିବ ନିଶ୍ଚୟ । ଏମିତି ଏକ ଅଜବ ଲାଇବ୍ରେରୀ ରହିଛି ଆମେରିକାରେ ।
କୌଣସି ଘର ଭିତରେ ନୁହେଁ, ଘର ବାହାରେ ଶୁଖିଲା ଗଛରେ ରହିଛି…