Latest Odisha News

BREAKING NEWS

ରଣଜୀ ଟ୍ରଫି: ଓଡିଶା ବୋଲରଙ୍କ ବୋଲିଂ ଆଗରେ ବେଙ୍ଗଲ ଧରାଶୟୀ

କଲିକତା: ଚଳିତ ରଣଜୀ ଟ୍ରଫି କ୍ରିକେଟରେ ଓଡିଶା ବୋଲରଙ୍କ ଚମତ୍କାର ବୋଲିଂ ଆଗରେ ଧରାଶାୟୀ ହୋଇଛି ବେଙ୍ଗଲ । ଏଠାରେ ଚାଲିଥିବା ମୁକାବିଲାରେ ଓଡିଶାର ପ୍ରଥମ ଇନିଂସ ସ୍କୋର ୨୬୫ ରନ ଜବାବରେ ବେଙ୍ଗଲ ୧୦୦ ରନରେ ଅଲଆଉଟ ହୋଇଯାଇଛି । ତୃତୀୟ ଦିବସ ଷ୍ଟମ୍ପସ ଅପସାରଣ ବେଳକୁ ଫଲୋଅନ ହୋଇଥିବା ବେଙ୍ଗଲ…

ଜାନୁଆରୀ ତାତିରେ ରେକର୍ଡ ଭାଙ୍ଗୁଛି ରାଜଧାନୀ

ଭୁବନେଶ୍ୱର: ରେକର୍ଡ ଭାଙ୍ଗୁଛି ରାଜଧାନୀ, ଜାନୁଆରୀରେ ବଢ଼ୁଛି ତାତି । ଭୁବନେଶ୍ୱରରେ ପାରଦ ଡେଇଁଲା ୩୪ ଡିଗ୍ରୀ । ରାଜଧାନୀ ଭୁବନେଶ୍ୱରରେ ତାତି ୧୬ ବର୍ଷର ରେକର୍ଡ ଭାଙ୍ଗିଛି । ଆଜି ଭୁବନେଶ୍ୱରର ସର୍ବୋଚ୍ଚ ଦିନ ତାପମାତ୍ରା ୩୪.୨ ଡିଗ୍ରୀ ରେକର୍ଡ ହୋଇଥିବା ସୂଚନା ଦେଇଛନ୍ତି ପାଣିପାଗ…

ରାମଦେବ କହିଲେ ୪ ଭାଗରେ ପାକିସ୍ତାନ ଭାଗ ହେବ

ହରିଦ୍ୱାର: ଗଣତନ୍ତ୍ର ଦିବସ ଅବସରରେ ହରିଦ୍ୱାରରେ ବାବା ରାମଦେବଙ୍କ ଏକ ବୟାନ ପୁନର୍ବାର ଚର୍ଚ୍ଚାର ପରିସରକୁ ଆସିଛି । ପତଞ୍ଜଳୀ ଯୋଗପୀଠରେ ଆୟୋଜିତ ଗଣତନ୍ତ୍ର ଦିବସ ଉତ୍ସବ ଅବସରରେ ସେ କହିଛନ୍ତି ପାକିସ୍ତାନ ୪ ଭାଗରେ ଭାଗ ହୋଇଯିବ । ପାକିସ୍ତାନଠାରୁ ବେଲୁଚିସ୍ତାନ ଅଲଗା ହୋଇ ସ୍ୱତନ୍ତ୍ର…

ପୂଜା ବେଳେ ମାଆ ସରସ୍ୱତୀଙ୍କ ମୂର୍ତ୍ତିକୁ କଚାଡ଼ି ଭାଙ୍ଗିଦେଲେ ୨ ଭଉଣୀ

କାମାକ୍ଷାନଗର: ବିଦ୍ୟାଦାତ୍ରୀ ମାଆ ସରସ୍ୱତୀଙ୍କ ଆବାହନ ପ୍ରତିଟି ଶିକ୍ଷାନୁଷ୍ଠାନ ଉତ୍ସବ ମୁଖରିତ ହୋଇ ଉଠିଛି । ହେଲେ ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା କଣ୍ଟପାଳ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି । ଦୁଇ ଭଉଣୀଙ୍କ ହାଇଡ୍ରାମା ପାଇଁ ବିଦ୍ୟାଦାତ୍ରୀ…

ମୃତ୍ୟୁର ୧୭ ବର୍ଷ ପରେ ଧୁମ୍‌ଧାମ୍‌ରେ ପାଳିତ ହେଲା ବିବାହ

ନୂଆଦିଲ୍ଲୀ: ବାଜା ବାଜୁଥିଲା । ନାଚଗୀତ ମଧ୍ୟ ହେଉଥିଲା । ବରବେଶରେ ସଜ୍ଜେଇ ମଧ୍ୟ ହୋଇଥିଲେ ବର । ଠିକ୍ ସମୟରେ ମଣ୍ଡପରେ ପହଞ୍ôଚଥିଲେ ବର ସହ ବରଯାତ୍ରୀ । ସେଠାରେ କନ୍ୟା ଘର ପକ୍ଷରୁ ବରକୁ ସ୍ୱାଗତ ମଧ୍ୟ କରାଗଲା । ହେଲେ ବର ବଦଳରେ ଥିଲା ବରଙ୍କ ଫଟୋ ଚିତ୍ର । ଏମିତି ଏକ ଅଜବ ବିବାହ ଉତ୍ସବ…

ନ୍ୟୁଜିଲାଣ୍ଡ ବିପକ୍ଷ ଟି୨୦ ସିରିଜ ପୂର୍ବରୁ ଭାରତକୁ ଝଟକା, ଓହରିଲେ ରିତୁରାଜ

ରାଂଚୀ: ନ୍ୟୁଜିଲାଣ୍ଡ ବିପକ୍ଷ ଟି୨୦ ସିରିଜ ପୂର୍ବରୁ ଭାରତ ଝଟକା ଲାଗିଛି । ଦଳର ବିସ୍ଫୋରକ ଓପନର ରିତୁରାଜ ଗାଏକ୍ୱାଡ ଆଘାତ ସମସ୍ୟା ଯୋଗୁ ଓହରି ଯାଇଛନ୍ତି । ଶୁକ୍ରବାର ରାଂଚୀରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ । ଏହି ସିରିଜ ପାଇଁ ଦଳର ସିନିୟର ବ୍ୟାଟ୍ସମ୍ୟାନଙ୍କୁ ବିଶ୍ରାମ ଦିଆଯାଇଛି ।…

ରଜରେ ବଡ଼ ପରଦାକୁ ଆସିବ ଅନୁଭବଙ୍କ ଅଭିନୀତ ରାବଣ

ଭୁବନେଶ୍ୱର: ରଜରେ ରିଲିଜ୍ ହେବ ଓଡ଼ିଆ ଫିଲ୍ମ ରାବଣ । ଫିଲ୍ମ ରାବଣର ପ୍ରଥମ ପୋଷ୍ଟର ସହ ଟିଜର ରିଲିଜ୍ ହୋଇଛି । ଯେଉଁଥିରେ ଅନୁଭବ ମହାନ୍ତିଙ୍କୁ ଭିନ୍ନ ଏକ ଭୂମିକାରେ ଦେଖିବାକୁ ମିଳିବ । ଓଡ଼ିଆ ସହ ହିନ୍ଦୀ ଭାଷାରେ ରିଲିଜ୍ ହେବାକୁ ଥିବା ରାବଣ ଫିଲ୍ମର ଏହା ହେଉଛି ପ୍ରଥମ ଭାଗ । ଯାହାକି…

ଇଷ୍ଟର୍ଣ୍ଣ ଲଦାଖରେ ଅସ୍ତିତ୍ବ ହରାଉଛି ଭାରତ, ୨୬ଟି ପାଟ୍ରୋଲିଂ ପଏଣ୍ଟରେ ନାହିଁ ସେନାର ଅବସ୍ଥିତି

ନୂଆଦିଲ୍ଲୀ : ଇଷ୍ଟର୍ଣ୍ଣ ଲଦାଖରେ ଭାରତ ହରାଉଛି ଅସ୍ତିତ୍ବ ।୨୬ଟି ପାଟ୍ରୋଲିଂ ପଏଣ୍ଟରେ ନାହିଁ ସେନାର ଅବସ୍ଥିତି । ଲଦାଖର ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି ଯେ ୬୫ ପ୍ଲସପଏଣ୍ଟରୁ ୨୫ଟିରେ ଭାରତ ନିୟନ୍ତ୍ରଣ ହରାଇଛି । ଚୀନ ସହ ସୀମା ବିବାଦକୁ ନେଇ ତିକ୍ତତା ଲାଗି ରହିଥିବା ବେଳେ…

ଲଂଚ ହେଲା ଭାରତର ନିଜସ୍ୱ ନାଜାଲ ଭ୍ୟାକ୍ସିନ ଇନକୋଭାକ

ନୂଆଦିଲ୍ଲୀ: କରୋନା ମହାମାରୀକୁ ରୋକିବା ପାଇଁ ଭାରତ ଆଉ ଏକ ପାଦ ଆଗେଇ ଯାଇଛି । ଗୁରୁବାର ନାଜାଲ ଭ୍ୟାକ୍ସିନ ଇନକୋଭାକ ବିଧିବଦ୍ଧ ଭାବେ ଲଂଚ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭେୟ ଏବଂ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତୀ ଜିତେନ୍ଦ୍ର ସିଂ ଏହାକୁ ଲଂଚ କରିଛନ୍ତି । ଭାରତ…

ହାତ ଘଣ୍ଟାରେ ଖଞ୍ଜା ଯାଇଛି ୧୭,୫୨୪ଟି ହୀରା: ଗିନିଜ୍ ୱାର୍ଲ୍ଡ ରେକର୍ଡ଼ରେ ସ୍ଥାନିତ

ନୂଆଦିଲ୍ଲୀ: ଦୃଢ ଇଛାଶକ୍ତି ଥିଲେ ସବୁକିଛି ସମ୍ଭବ । ଏମିତି ଜଣେ ଯୁବକ ହୀରାରେ ଏକ ହାତଘଣ୍ଟା ତିଆରି କରି ନିଜ ନାମକୁ ଗିନିଜ୍ ବୁକ୍ ଅଫ ୱାର୍ଲ୍ଡ ରେକର୍ଡ଼ରେ ସ୍ଥାନିତ କରିପାରିଛନ୍ତି । ସେ ଯେଉଁ ଘଣ୍ଟା ତିଆରି କରିଛନ୍ତି, ତାହା ଦେଖିବାକୁ କୌଣସି ଅଳଙ୍କାରଠାରୁ ବି କମ୍ ନୁହେଁ । ମିରଟରେ…