ଅଚ୍ୟୁତ ସାମନ୍ତଙ୍କୁ ଗୁଏତମାଲାର ଦୁଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ
ଭୁବନେଶ୍ୱର: ଶିକ୍ଷାବିତ୍ ଓ ସମାଜସେବୀ ଅଚ୍ୟୁତ ସାମନ୍ତଙ୍କୁ ଗୁଏତମାଲାର ଦୁଇଟି ବିଶ୍ୱବିଦ୍ୟାଳୟରୁ ସମ୍ମାନସୂଚକ ଡକ୍ଟୋରେଟ ଡିଗ୍ରୀ ପ୍ରଦାନ କରାଯାଇଛି । ଗୁଏତମାଲାର ରୁରାଲ ୟୁନିଭର୍ସିଟି ଅଫ୍ ଗୁଏତମାଲା ଓ ମାୟା କାକ୍ଚିକେଲ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ଶ୍ରୀ ସାମନ୍ତଙ୍କୁ ସମ୍ମାନସୂଚକ…