ମନ୍ତ୍ରୀ-ସଚିବଙ୍କୁ ସୌମ୍ୟଙ୍କ କଡା ଜବାବ: ତୃତୀୟ ମହଲାରୁ ଦଳ ଚାଲି ପାରିବ ନାହିଁ
ଭୁବନେଶ୍ୱର: ବିଜୁ ଜନତା ଦଳ କାହାର ପୈତୃକ ସମ୍ପତ୍ତି ନୁହେଁ । ମୁଖ୍ୟମନ୍ତ୍ରୀ ଭାଗ୍ୟବାନ, ଦଳକୁ ବହୁତ ଲୋକ ସମର୍ଥନ କରୁଛନ୍ତି। ହେଲେ ମୁଖ୍ୟମନ୍ତ୍ରୀଙ୍କର ବର୍ଷକ ତଳେ ଯେଉଁ ଗ୍ରହଣ ଯୋଗ୍ୟତା ଥିଲା ତାହା କାହିଁକି କମି କମି ଯାଉଛି ? ଏକଥା ସୂଚାଇ ଦେବା କ‘ଣ ଦଳ ବିରୋଧୀ କାମ କି ? ଦଳକୁ…