ଥାନାରେ ରାଜାଘର କଳି: ଟାଉନ ଥାନାର ଦ୍ବାରସ୍ଥ ହେଲେ ଅଦ୍ରିଜା ମଞ୍ଜରୀ ସିଂଦେଓ
ବଲାଙ୍ଗୀର : ବଲାଙ୍ଗୀର ଟାଉନ ଥାନାରେ ରାଜ ପରିବାର ବୋହୂ ଅଦ୍ରିଜା ମଞ୍ଜରୀ । ଅର୍କେଶ ନାରାୟଣ ସିଂଦେଓଙ୍କ ପତ୍ନୀ ହେଉଛନ୍ତି ଅଦ୍ରିଜା ମଞ୍ଜରୀ । ରାଜ ପରିବାରରେ ଘରୋଇ ହିଂସା ମାମଲାରେ ସେ ଥାନାର ଦ୍ବାରସ୍ଥ ହୋଇଛନ୍ତି । ବଲାଙ୍ଗୀର ପ୍ୟାଲେସ୍ ଆସିବାକୁ ଅଦ୍ରିଜା ପୋଲିସ ସୁରକ୍ଷା…