କେନ୍ଦ୍ର ସରକାର ବଫର ଷ୍ଟକରୁ ଛାଡ଼ିଲେ ୩ ଲକ୍ଷ ମେଟ୍ରିକ ଟନ ପିଆଜ
ନୂଆଦିଲ୍ଲୀ: ଖାଉଟି ବ୍ୟାପାର ବିଭାଗ ପିଆଜର ବଫର ଷ୍ଟକରୁ ୩ ଲକ୍ଷ ମେଟ୍ରିକ ଟନ୍ ପିଆଜ ବଜାରକୁ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ବିଭାଗୀୟ ସଚିବ ଶ୍ରୀ ରୋହିତ କୁମାର ସିଂହ ଗତକାଲି (୧୦-୦୮-୨୦୨୩) ଦିନ ନାଫେଡ ଓ ଏନସିସିଏଫର ପରିଚାଳନା ନିର୍ଦ୍ଦେଶକଙ୍କ ସହ ଏକ ବୈଠକ କରିବା ପରେ ଏଥି ନେଇ…