Vigilance Raid: ୨ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ କିରାଣୀ ବାବୁ
ମୟୂରଭଞ୍ଜ: ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲ୍ଲା ମୋରଡା ବ୍ଲକ କାର୍ଯ୍ୟାଳୟର କିରାଣୀ । ଅବସର କାଳୀନ କ୍ଲିୟରାନ୍ସ କରାଇଦେବାକୁ ଲାଞ୍ଚ ନେଉଥିବାବେଳେ, କିରାଣୀ ପ୍ରାର୍ଥ ଶଙ୍କର ଚେଲଙ୍କୁ ମାଡି ବସିଲା ଭିଜିଲାନ୍ସ ଟିମ୍ ।
ମାଣତ୍ରି ଚନ୍ଦନପୁର ଗ୍ରାମର ଗଦାଧର ସରେନଙ୍କ ଠାରୁ ଦୁଇ ହଜାର…