ସହରୀ ଭୋଜି
ଶ୍ରୀମାନ ସର୍ବଗିଳାଙ୍କ ଲଘୁକଥା
ଗିରିଆ, ଶିରିଆ ଏକା ଗାଁର ଦୁଇସାଙ୍ଗ ହେଲେବି ଶିରିଆ ସହରରେ ରହି ସରକାରୀ ଅଫିସର ହେବାଦିନରୁ ଶ୍ରୀଧର ବାବୁ ସମ୍ବୋଧିତ ହେଲେ । ମାତ୍ର ଗିରିଆ ଗାଁ ରେ ରହି ଚାଷ ବାସ କଲାରୁ ଗିରିଧାରୀ ଡାକ ଶୁଣିବା ସମ୍ଭବ ହେଲାନାହିଁ । ଶ୍ରୀଧର ବାବୁ ଯେବେ ଗାଁକୁ ଆସୁଥିଲେ…