Latest Odisha News

ହକି ଟିକେଟ୍ ନାହିଁ, ତଥାପି ଷ୍ଟାଡିୟମ୍ ଖାଲି; ପୁଣି ପୋଲ୍ ଖୋଲିଲା ବିଏମସି

ଭୁବନେଶ୍ୱର: ହକି ବିଶ୍ୱକପକୁ ନେଇ ଉଠୁଛି ପଡ଼ୁଛି ରାଜ୍ୟ । ରାଉରକେଲାରୁ ରାଜଧାନୀ ଭୁବନେଶ୍ୱର ସବୁଠି ହକି ବିଶ୍ୱକପକୁ ନେଇ ସରକାର ଉତ୍ସବ ପାଳୁଛନ୍ତି । ହକି ଦେଖିବାକୁ ଟିକେଟ୍ ମିଳୁନି । ଅନଲାଇନ୍ ହେଉ କି କାଉଣ୍ଟର କେଉଁଠି ବି ଟିକେଟ୍ ନାହିଁ । ଅର୍ଥାତ୍ ସବୁ ଟିକେଟ୍ ବିକ୍ରି ହୋଇ ଯାଇଛି…

ୱେବ ଚ୍ୟାନେଲ ଅଫିସରେ ଚାଲିଥିଲା ସେକ୍ସ ରାକେଟ, ଧରାପଡ଼ିଲେ ୫ ଦେବଜୀବୀଙ୍କ ସହ ୨ ଗ୍ରାହକ

କଟକ: ଆଜି କଟକ ବାଦାମବାଡ଼ି ଅଞ୍ଚଳରୁ ଏକ ବଡ଼ ଧରଣର ସେକ୍ସ ରାକେଟ୍ ଠାବ କରଛି ପୋଲିସ । ପୋଲିସ ଚଢାଉ କରି ୫ ଦେହଜୀବୀଙ୍କ ସହ ୨ ଜଣ ଗ୍ରାହକଙ୍କୁ ଧରି ଅଟକ ରଖିଛି । ଏହି ସେକ୍ସ ରାକେଟ ଏକ ୱେବ ଚ୍ୟାନେଲ ଅଫିସରେ ଚାଲିଥିଲା । ଦେହଜୀବୀମାନଙ୍କୁ ଉଦ୍ଧାର କରିବା ସମୟରେ ଅନେକ ସାମଗ୍ରୀ ଜବତ କରିଛି…

ଆଜି ବି ତାତି, ୪ ସହରରେ ପାରଦ ୩୩ ଉପରେ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ପାରଦ ଉପର ମୁହାଁ ରହିଛି । ଶୀତ ନଥିବା ବେଳେ ଦିନ ବେଳା ଟାଣ ଖରା ହେଉଛି । ଆଜି ରାଜ୍ୟର ୪ଟି ସ୍ଥାନରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରୀ ଉପରେ ରହିଥିବା ବେଳେ ୧୨ଟି ସ୍ଥାନରେ ପାରଦ ୩୨ ଡିଗ୍ରୀ ଡେଇଁଛି ।…

ଟୁଇଟରକୁ ଫେରିଲେ କଙ୍ଗନା

ମୁମ୍ବାଇ: ବଲିଉଡର କୁଇନ ଭାବେ ପରିଚିତ କଙ୍ଗନା ରାନାୱତ ଟୁଇଟରକୁ ଫେରିଛନ୍ତି । ବିବାଦୀୟ ବୟାନ ଯୋଗୁ କଙ୍ଗନାଙ୍କ ଆକାଂଉଟକୁ ୨୦୨୧ରେ ବ୍ୟାନ କରାଯାଇଥିଲଶ । ପ୍ରାୟ ୨ ବର୍ଷ ପରେ ସେ ଏହି ଲୋକପ୍ରିୟ ପ୍ଲାଟଫର୍ମକୁ ଫେରିଛନ୍ତି । କଙ୍ଗନା ଟୁଇଟ କରି ପ୍ରଶଂସକଙ୍କୁ ଏ ସମ୍ପର୍କରେ ସୂଚନା…

ହକି ବିଶ୍ୱକପ: ପ୍ରଥମ ଦଳ ଭାବେ ସେମିଫାଇନାଲରେ ପ୍ରବେଶ କଲା ଅଷ୍ଟ୍ରେଲିଆ

ଭୁବନେଶ୍ୱର: ଓଡିଶାରେ ଚାଲିଥିବା ହକି ବିଶ୍ୱକପର ପ୍ରଥମ କ୍ୱାର୍ଟର ଫାଇନାଲ ମ୍ୟାଚରେ ଅଷ୍ଟ୍ରେଲିଆ ବିଜୟ ହାସଲ କରି ସେମିଫାଇନାଲରେ ପ୍ରବେଶ କରିଛି । କଳିଙ୍ଗ ଷ୍ଟାଡିୟମରେ ଖେଳାଯାଇଥିବା ଅଷ୍ଟ୍ରେଲିଆ-ସ୍ପେନ ମ୍ୟାଚ ସଂଘର୍ଷପୂର୍ଣ୍ଣ ହୋଇଥିଲା । ତେବେ ପୂର୍ବତନ ଚାମ୍ପିୟନ ଅଷ୍ଟ୍ରେଲିଆ ଏହି…

ସାପ ଚାଷର ଗାଁ ଜିସିକ୍ୟୁ

ବିଭିନ୍ନ ପ୍ରକାର ଫସଲ,ଫଳ ଓ ପନିପରିବା ଚାଷ ବିଷୟରେ ଆପଣ ନିଶ୍ଚୟ ଜାଣିଥିବେ । କିନ୍ତୁ ସାପ ଚାଷ ବି କରାଯାଇପାରେ, ଏହି ବିଷୟରେ ହୁଏତ କ୍ୱଚିତ୍ ଶୁଣିଥିବେ । ଶୁଣିବାକୁ ଅଦ୍ଭୁତ ମନେ ହେଉଥାଇପାରେ,କିନ୍ତୁ ଏହା ସତ୍ୟ । ଚୀନ୍‌ର ଏକ ଛୋଟ ଗାଁରେ ଏଭଳି ବିଷାକ୍ତ ସାପ ଚାଷ କରାଯାଇଥାଏ ।…

କୋହଳ ହେଲା କନେଷ୍ଟବଳ ନିଯୁକ୍ତି ବୟସ ସୀମା

କଟକ: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । କନେଷ୍ଟବଳ ନିଯୁକ୍ତି ବୟସ ସୀମା କୋହଳ ନେଇ ଓଡ଼ିଶା ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ୨୦୨୨ ଡିସେମ୍ବର ୩୦ରେ ୪,୭୯୦ କନେଷ୍ଟବଳ ପଦବୀ ପାଇଁ ନିଯୁକ୍ତି ନେଇ ରାଜ୍ୟ ସରକାର ଦେଇଥିବା ବିଜ୍ଞାପନକୁ ନେଇ ଏହା ରାୟ ଦେଇଛନ୍ତି…

ଓଡ଼ିଶାର ଆଉ ୬ଟି ସହରରେ ମିଳିବ ଜିଓ ଟ୍ରୁ 5-G ସେବା

ଭୁବନେଶ୍ୱର: ଜିଓ ଟ୍ରୁ 5-G ସେବା ଦେଶର ୧୭ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୫୦ ସହରରେ ମିଳିବ । ଏ ନେଇ ରିଲାଏନ୍ସ ଜିଓ ପକ୍ଷରୁ ମଙ୍ଗଳବାର ଘୋଷଣା କରାଯାଇଛି । ଏହି ୫୦ ସହର ମଧ୍ୟରେ ରହିଛି ଓଡ଼ିଶାର  ୬ଟି ସହର । ଏହାକୁ ମିଶାଇ ଦେଶର ୧୮୪ ସହରରେ ଜିଓ ୟୁଜର୍ସମାନେ 5-G ସେବା ପାଇ…

ରୋହିତ, କୋହଲିଙ୍କୁ ବର୍ଷକର ଶ୍ରେଷ୍ଠ ଦିନିକିଆ ଏକାଦଶରେ ମିଳିଲାନି ସ୍ଥାନ

ନୂଆଦିଲ୍ଲୀ: ଆନ୍ତର୍ଜାତୀୟ କ୍ରିକେଟ କାଉନସିଲ ୨୦୨୨ ପାଇଁ ଟି୨୦ ପରେ ଏବେ ଶ୍ରେଷ୍ଠ ଦିନିକିଆ ଏକାଦଶ ଘୋଷଣା କରିଛି । ଏଥିରେ ଭାରତର ଦୁଇ ଷ୍ଟାର ଖେଳାଳି ରୋହିତ ଶର୍ମା ଓ ବିରାଟ କୋହଲିଙ୍କୁ ସ୍ଥାନ ମିଳ ନାହିଁ । କେବଳ ଶ୍ରେୟାଶ ଆୟାର ଓ ମହମ୍ମସ ସିରାଜଙ୍କୁ ଏହି ଟିମରେ ସାମିଲ କରାଯାଇଛି ।…

ରେକର୍ଡ ସୃଷ୍ଟି କଲା ବିଶ୍ବର ସବୁଠାରୁ ବଡ଼ ପିଜ୍ଜା

ନୂଆଦିଲ୍ଲୀ : ସାଧାରଣତଃ ସମସ୍ତଙ୍କର ଖାଇବା ପସନ୍ଦ ଭିନ୍ନ ଭିନ୍ନ ଥାଏ । କାହାକୁ  ପିଜା, ବରଗର ବା ସାଣ୍ଡଓ୍ବିଚ୍‌ ଖାଇବାକୁ ପସନ୍ଦ ଥାଏ ତ ଆଉ କାହାକୁ ଚିକେନ୍‌ ମଟନ୍‌ ବା ବିରିୟାନୀ ପସନ୍ଦ ଥାଏ । ତେବେ ଆମେ ଆପଣଙ୍କୁ ଏମିତି ଏକ ପିଜା ବିଷୟରେ କହିବୁ ଏମିତି ପିଜା ହୁଏତ ଦୁନିଆାର ପ୍ରଥମ ଆଉ…