Latest Odisha News

BREAKING NEWS

ରୋହିତ, କୋହଲିଙ୍କୁ ବର୍ଷକର ଶ୍ରେଷ୍ଠ ଦିନିକିଆ ଏକାଦଶରେ ମିଳିଲାନି ସ୍ଥାନ

ନୂଆଦିଲ୍ଲୀ: ଆନ୍ତର୍ଜାତୀୟ କ୍ରିକେଟ କାଉନସିଲ ୨୦୨୨ ପାଇଁ ଟି୨୦ ପରେ ଏବେ ଶ୍ରେଷ୍ଠ ଦିନିକିଆ ଏକାଦଶ ଘୋଷଣା କରିଛି । ଏଥିରେ ଭାରତର ଦୁଇ ଷ୍ଟାର ଖେଳାଳି ରୋହିତ ଶର୍ମା ଓ ବିରାଟ କୋହଲିଙ୍କୁ ସ୍ଥାନ ମିଳ ନାହିଁ । କେବଳ ଶ୍ରେୟାଶ ଆୟାର ଓ ମହମ୍ମସ ସିରାଜଙ୍କୁ ଏହି ଟିମରେ ସାମିଲ କରାଯାଇଛି ।…

ରେକର୍ଡ ସୃଷ୍ଟି କଲା ବିଶ୍ବର ସବୁଠାରୁ ବଡ଼ ପିଜ୍ଜା

ନୂଆଦିଲ୍ଲୀ : ସାଧାରଣତଃ ସମସ୍ତଙ୍କର ଖାଇବା ପସନ୍ଦ ଭିନ୍ନ ଭିନ୍ନ ଥାଏ । କାହାକୁ  ପିଜା, ବରଗର ବା ସାଣ୍ଡଓ୍ବିଚ୍‌ ଖାଇବାକୁ ପସନ୍ଦ ଥାଏ ତ ଆଉ କାହାକୁ ଚିକେନ୍‌ ମଟନ୍‌ ବା ବିରିୟାନୀ ପସନ୍ଦ ଥାଏ । ତେବେ ଆମେ ଆପଣଙ୍କୁ ଏମିତି ଏକ ପିଜା ବିଷୟରେ କହିବୁ ଏମିତି ପିଜା ହୁଏତ ଦୁନିଆାର ପ୍ରଥମ ଆଉ…

ଶ୍ରଦ୍ଧାଙ୍କ ଶବକୁ କାଟିବା ପାଇଁ ୫ଟି ହତିଆର ବ୍ୟବହାର କରିଥିଲା ଅଫତାବ: ଚାର୍ଜସିଟ ରିପୋର୍ଟରେ ଦିଲ୍ଲୀ ପୋଲିସର…

ନୂଆଦିଲ୍ଲୀ: ଶ୍ରଦ୍ଧା ବାଲାକର ହତ୍ୟାକାଣ୍ଡକୁ ଘଟଣାର ଚାର୍ଜସିଟ ମଙ୍ଗଳବାର ଦାଖଲ କରିଛି ଦିଲ୍ଲୀ ପୋଲିସ । ୬୬୨୯  ପୃଷ୍ଠା ବିଶିଷ୍ଟ ଏହି ଚାର୍ଜସିଟରେ  ପୋଲିସ ଏହି ହତ୍ୟାକାଣ୍ଡ ସମ୍ପର୍କିତ ସମସ୍ତ ତଥ୍ୟ ରଖିଛି । ମାମଲାର ମୁଖ୍ୟ ଆସାମୀ ଆଫତାବ ପୁନାବାଲାକୁ ମଧ୍ୟ ପୋଲିସ ଭିଡିଓ…

ଦୁର୍ଦ୍ଦାନ୍ତ ମହିଳା ମାଓବାଦୀ ଓ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ନବରଙ୍ଗପୁର: ନବରଙ୍ଗପୁର ପୋଲିସ ଜଣେ ଦୁର୍ଦ୍ଦାନ୍ତ ମହିଳା ମାଓବାଦୀ ଓ ତାଙ୍କର ସହଯୋଗୀଙ୍କୁ ଗିରଫ କରିଛି । ଗିରଫ ମହିଳା ମାଓବାଦୀ ଜଣକ ହେଲେ ଉଙ୍ଗା ମାଣ୍ଡଭି ଓରଫ ଅନୀତା ଓ ସହଯୋଗୀ ହେଲେ ମଙ୍ଗଳ ବାଗ । ଆଜି ଭୋର ୫ଟା ସମୟରେ ଉଭୟଙ୍କୁ ଗିରଫ କରାଯାଇଛି ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ…

ଓଭରସାଇଟ କମିଟି ଗଠନ ନେଇ ସରକାରଙ୍କ ଉପରେ ଅସନ୍ତୋଷ ବ୍ୟକ୍ତ କଲେ ରେସଲର

ନୂଆଦିଲ୍ଲୀ: ଭାରତୀୟ କୁସ୍ତି ସଂଘ ଅଧ୍ୟକ୍ଷ ବ୍ରିଜଭୂଷଣ ଶରଣ ସିଂଙ୍କ ବିରୋଧରେ ବିକ୍ଷୋଭ କରିବା ପରେ ରେସଲରମାନେ ଏବେ ନୂତନ ଭାବେ ଗଠିତ ଓଭରସାଇଟ କମିଟି ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ବ୍ରିଜଭୂଷଣ ଏବଂ କେତେକ ରେସଲରଙ୍କୁ ନେଇ ଉପୁଜିଥିବା ବିବାଦର ସମାଧାନ ପାଇଁ ସରକାର ଏକ ଓଭରସାଇଟ…

ମାଧୁରୀ ଦିକ୍ଷୀତଙ୍କୁ ଟକ୍କର ଦେଲେ ୩ ଯୁବକ

ନୂଆଦିଲ୍ଳୀ : ଯୁଗ ବଦଳିବା ସହ ବଦଳୁଛି ଲୋକଙ୍କ ଭାବନା । ମଣିଷ ଜୀବନର ବିବାହ ସବୁଠୁ ବଡ଼ ଉତ୍ସବ ହୋଇଥିବାରୁ ଏହି ଉତ୍ସବକୁ ଲୋକେ ନିଆରା ଭାବେ ମନେଇ ସ୍ମୃତି କରି ରଖିବାକୁ ଚାହାଁନ୍ତି । ଆଉ ସେଥିପାଇଁ ଆଜିକାଲି ବିବାହ ଉତ୍ସବରେ ବିଭିନ୍ନ ପ୍ରକାରର ସ୍ବତନ୍ତ୍ର ଘଟଣା ସବୁ ଘଟୁଥିବା…

ରାସ୍ତାରେ ଧାନବସ୍ତା ରଖି ଚାଷୀ କଲେ ଆନ୍ଦୋଳନ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁରରେ ମଣ୍ଡିରେ ଉପୁଜୁଥିବା ସମସ୍ୟା ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ଏହାକୁ ନେଇ ଆଜି ଚାଷୀମାନେ ରାସ୍ତାରେ ଧାନବସ୍ତା ରଖି ଆନ୍ଦୋଳନ ଚଳାଇଛନ୍ତି । ମଣ୍ଡିରୁ ଶୀଘ୍ର ଧାନ ନ ଉଠାଗଲେ ଆନ୍ଦୋଳନକୁ ତୀବ୍ରତର କରାଯିବ ବୋଲି ଚେତାବନୀ ମଧ୍ୟ ଦେଇଛନ୍ତି ।…

୨୦୨୪ ନିର୍ବାଚନ ଲଢିବେନି ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ

ଭୁବନେଶ୍ୱର: ନିର୍ବାଚନ ଲଢିବେନି ବରିଷ୍ଠ କଂଗ୍ରେସ ନେତା ତଥା ଜଟଣି ବିଧାୟକ ସୁର ରାଉତରାୟ  । ୨୦୨୪ ନିର୍ବାଚନରେ ସେ ଆଉ ଲଢିବେ ନାହିଁ ସୂଚନା ଦେଇଛନ୍ତି । ସୋମବାର ସାମ୍ବାଦିକମାନଙ୍କ ସହ ଆଲୋଚନା ବେଳେ ରାଉତରାୟ କହିଛନ୍ତି, ତାଙ୍କ ପୁଅ ସିଦ୍ଧାର୍ଥ ରାଉତରାୟ ତାଙ୍କର ପ୍ରତିନିଧିତ୍ୱ…

ଏଥର ସ୍ୱଦେଶୀ ବନ୍ଧୁକରେ ଦିଆଯିବ ସଲାମୀ

ନୂଆଦିଲ୍ଲୀ: ଗଣତନ୍ତ୍ର ଦିବସରେ ଏଥର ବ୍ରିଟିଶ ବେଳର ବନ୍ଧୁକ ବଦଳରେ ସମ୍ପୂର୍ଣ୍ଣ ସ୍ୱଦେଶୀ ଗନରେ ସଲାମୀ ଦିଆଯିବ । ପୂର୍ବରୁ ଗଣତନ୍ତ୍ର ଦିବସ ସମାରୋହରେ ରାଷ୍ଟ୍ରପତିଙ୍କୁ ବ୍ରିଟିଶ ୨୧ ପାଉଣ୍ଡର ଗନରେ ସଲାମୀ ଦିଆ ଯାଉଥିଲା । ଏବେ କର୍ତବ୍ୟପଥରେ ସ୍ୱଦେଶୀ ୧୦୫ ଏମଏମ ଫିଲ୍ଡ ଗନରୁ ୨୧ ତୋପର…

ଆଗୁଆ ଟିକେଟ ବୁକିଂରେ ୨୦ କୋଟି ଟପିଲା ଫିଲ୍ମ ‘ପଠାନ୍‌’ 

ମୁମ୍ବାଇ: ଆଗୁଆ ବୁକିଂରେ ରେକର୍ଡ ଭାଙ୍ଗିଲା ଫିଲ୍ମ ‘ପଠାନ୍‌’  । ରିଲିଜ ହେବାକୁ ଯାଉଛି ବଲିଉଡ ସୁପରଷ୍ଟାର ଶାହରୁଖ ଖାନଙ୍କ ଅପକମିଙ୍ଗ ଚଳଚ୍ଚିତ୍ର ‘ପଠାନ’ । ଯାହାକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି ଦର୍ଶକ  । ତେବେ ଏହି ଫିଲ୍ମ  ଆସନ୍ତା ୨୫ ତାରିଖରେ ରିଲିଜ୍‌ ହେବାକୁ ଥିବା ବେଳେ…