ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ଓଡିଆ ମାଧ୍ୟମ ସ୍କୁଲ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପାଠ୍ୟପୁସ୍ତକ
ଭୁବନେଶ୍ୱର: ରାଜ୍ୟର ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ଓଡିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପାଠ୍ୟପୁସ୍ତକ । ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। 5T ଉପକ୍ରମରେ ଏହି ଯୋଜନା ହାତକୁ ନିଆଯାଇଥିବା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ…