ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ।
ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ଭିତର ବେଢା ପରିକ୍ରମା ଆଲୋଚନା ଚାଲିଛି । କ୍ଷେତ୍ରେଶ୍ୱରୀ ମା ବିମଳାଙ୍କ ମନ୍ଦିର ସମ୍ପର୍କରେ, ନାଟ ମଣ୍ଡପ ଭିତରେ ୪୪ ଯୋଗିନୀଙ୍କ ଚିତ୍ର ପ୍ରତିମା…