ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ମହାପ୍ରସାଦ (୨)
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ।
ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ମହାପ୍ରସାଦ ବିଷୟରେ ଆଲୋଚନା କରିବା ସମୟରେ ଗୋଟିଏ କଥା ମନକୁ ଆସେ ଭକ୍ତମାନଙ୍କ ପାଇଁ ଶ୍ରୀମହାପ୍ରସାଦର ଆକର୍ଷଣ ଶ୍ରୀଜଗନ୍ନାଥଙ୍କ ପ୍ରତି ଥିବା ଶ୍ରଦ୍ଧାଠାରୁ ଅଧିକ…