Aama Bus Strike: ‘ଆମ ବସ୍’ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ, ୪୨ ଦିନ ହେବ ମିଳୁନି ଦରମା
ଭୁବନେଶ୍ୱର: ‘ଆମ ବସ୍’ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ। ରାଜଧାନୀରେ ଗଡୁନି ଆମ ବସ୍। ୪୨ ଦିନ ହେବ ଦରମା ମିଳିନଥିବାରୁ ଡ୍ରାଇଭରଙ୍କ ଆନ୍ଦୋଳନ। ପୋଖରୀପୁଟ ଡିପୋରେ ଆନ୍ଦୋଳନ କାରଣରୁ ଅଟକିଛି ୪୩ଟି ବସ୍। ଓଭର ଡ୍ୟୁଟି ଚାପ, ESI ସମସ୍ୟା, ସାପ୍ତାହିକ ଛୁଟି ମିଳୁନଥିବା ଅଭିଯୋଗ।…