Latest Odisha News

BREAKING NEWS

୧୦ ବର୍ଷ ବିତିଗଲା ଶୁଣିଲାନି ପ୍ରଶାସନ, ଶେଷରେ ଗ୍ରାମବାସୀ ପାଣି ମଡ଼ାଇବାକୁ ନିଜେ ଖୋଳିଲେ କେନାଲ

ରାୟଗଡ଼ା: କାହା ହାତରେ କୋଦାଳ ତ ଆଉ କାହା ହାତରେ ଶାବଳ । ଚାଷ ଜମିକୁ ଜଳ ସେଚନ ଲାଗି ଚାଲିଛି କେନାଲ ନିର୍ମାଣ । ହେଲେ କୌଣସି ସରକାରୀ ଯୋଜନାରେ ନୁହେଁ ବରଂ ଗ୍ରାମବାସୀ ନିଜସ୍ୱ ଉଦ୍ୟମରେ ଶ୍ରମ ଦାନ ତରି ତିଆରି କରୁଛନ୍ତି କେନାଲ୍ । ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ ନୂଆଗାଁ…

ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚୁକ୍ତି ବିନିମୟ, ଏଣିକି ଶ୍ରୀଲଙ୍କାରେ ଲଞ୍ଚ ହେବ ୟୁପିଆଇ

ନୂଆଦିଲ୍ଲୀ: ଦକ୍ଷିଣ ଏସିଆ ଦେଶ ମଧ୍ୟରେ ଅର୍ଥନୈତିକ ସମ୍ପର୍କକୁ ମଜଭୁତ କରିବା ପାଇଁ ଦୁଇ ଦିନିଆ ଭାରତ ଗସ୍ତରେ ଆସିଥିବା ଶ୍ରୀଲଙ୍କା ରାଷ୍ଟ୍ରପତି ରାନିଲ ବିକ୍ରମସିଂଘେ ଆଜି ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ ଏକ ଅନେକ ଚୁକ୍ତି ବିନିମୟ…

୩ ଦିନ ଯାଏ କମିବ ବର୍ଷା, ୨୫ରୁ ପୁଣି ବଢ଼ିବ

ଭୁବନେଶ୍ୱର: ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆଜି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ସଂଲଗ୍ନ ଉତ୍ତରପଶ୍ଚିମ ଏବଂ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସକ୍ରିୟ ରହିବା ସହ ଆଉ ଏକ ଘୂର୍ଣ୍ଣିବଳୟ ସହ ଯୋଡ଼ି ହୋଇଛି । ଯାହାକି ଆଗାମୀ ୨ ଦିନ ଯାଏ ପଶ୍ଚିମ-ଉତ୍ତରପଶ୍ଚିମ…

ମୋକିମ୍ ଓ ଚିରଞ୍ଜୀବଙ୍କ ନିଲମ୍ବନକୁ ବିରୋଧ, କଂଗ୍ରେସ ଭବନ ଆଗରେ ସମର୍ଥକଙ୍କ ଆନ୍ଦୋଳନ

ଭୁବନେଶ୍ୱର: ନିଲମ୍ବନକୁ ନେଇ ବଢ଼ୁଛି ଅଡ଼ୁଆ, ବଢ଼ୁଛି ବିବାଦ । ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ଏଆଇସିସି ମହମ୍ମଦ ମୋକିମ୍ ଓ ଚିରଞ୍ଜୀବ ବିଶ୍ୱାଳଙ୍କୁ ନିଲମ୍ବିତ କରିଥିଲା । ଆଉ ନିଲମ୍ବନ ନିଆଁ ଏବେ କର୍ମୀଙ୍କ ମଧ୍ୟରେ ଆକ୍ରୋଶ ହୋଇ ବ୍ୟାପିବାରେ ଲାଗିଛି । ମହମ୍ମଦ ମୋକିମ୍ ଓ ଚିରଞ୍ଜୀବ…

ମୋଗଲଙ୍କ ଆଡ୍ଡାସ୍ଥଳ ପାଲଟିଥିବା ସ୍ଥାନ ଏବେ ପାଲଟିଛି ମିନା ବଜାର, ଜାଣନ୍ତୁ ଏହାର ଇତିହାସ …

ଆଗ୍ରା: ଆଗ୍ରାର ମିନା ବଜାର ହେଉଛି ଏମିତି ଏକ ବଜାର ଯାହା ଏକଦା ମୋଗଲ ଶାସକ ମାନଙ୍କ ବିଳାସର ସ୍ଥାନ ଥିଲା । ମୋଗଲ ସାମ୍ରାଜ୍ୟ ସହିତ ଜଡିତ ବ୍ୟକ୍ତି ଓ ରାଜକୀୟ ପରିବାରର ଲୋକେ ଏଠାରେ ବାଣିଜ୍ୟର ପସରା ମେଲାଉଥିଲେ । ରାଜପୁତ ରାଣୀ ଏବଂ ବଡ଼ ବଡ଼ ହସ୍ତୀ ମାନେ ଏହି ବଜାରରୁ ସେମାନଙ୍କ ପସନ୍ଦର…

ଠାକୁର ଘରେ ରଖନ୍ତୁ ନାହିଁ ଏହି ବସ୍ତୁ, ନହେଲେ ହୋଇଯିବେ ବର୍ବାଦ…

ଓଡିଶା ସମ୍ବାଦ ବ୍ୟୁରୋ: ନକାରାତ୍ମକ ଶକ୍ତି ଆପଣଙ୍କ ଜୀବନ ଓ ସମସ୍ତ ଗତିବିଧି ପାଇଁ କ୍ଷତିକାରକ ହୋଇଥାଏ । ଘରେ କୌଣସି ପ୍ରକାରର ମଧ୍ୟ ନକାରାତ୍ମକ ଶକ୍ତି ବଢିବା ଉଚିତ ନୁହେଁ ,କାରଣ ବାସ୍ତୁଶାସ୍ତ୍ର ଅନୁସାରେ ପାଞ୍ଚଟି ବସ୍ତୁ ଘରେ ନକାରାତ୍ମକ ଉର୍ଜା ବା ଶକ୍ତିକୁ ଜନ୍ମ ଦେଇଥାଏ । ବାସ୍ତୁ…

ବାବା ଅମରନାଥଙ୍କୁ ଦର୍ଶନ କଲେ ସାରା, ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ସାରା ଅଲ୍ଲୀ ଖାନ ମୁସଲମାନ ସମ୍ପ୍ରଦାୟ ହୋଇ ମଧ୍ୟ ହିନ୍ଦୁ ଧର୍ମକୁ ବହୁ ଗୁରୁତ୍ୱ ଦିଅନ୍ତି l ଏବେ ଶ୍ରାବଣ ମାସ ଚାଲିଥିବା ବେଳେ ସାରା ଭଗବାନ ଶିବଙ୍କ ଦର୍ଶନ ପାଇଁ ଜମ୍ମୁ କଶ୍ମୀରର ଅମରନାଥ ଧାମ ପରିଦର୍ଶନ କରିଥିବା ଦେଖାଯାଇଛି। ଏହାର ଏକ ଭିଡିଓ ବର୍ତ୍ତମାନ…

୩୧ ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡ଼ିଲେ ସମଗ୍ର ଶିକ୍ଷା ପ୍ରକଳ୍ପ କୋ-ଅର୍ଡିନେଟର୍

ବଲାଙ୍ଗିର: ଭିଜିଲାନ୍ସ ଜାଲରେ ବଲାଙ୍ଗିର ଜିଲ୍ଲା ସମଗ୍ର ଶିକ୍ଷା ପ୍ରକଳ୍ପ କୋ-ଅର୍ଡିନେଟର୍ ପୁଷ୍ପାଙ୍ଗିନୀ ଜୋଶୀ । ୩୧ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ପୁଷ୍ପାଙ୍ଗିନୀଙ୍କୁ ଧରିବା ସହ ଲାଞ୍ଚ ଟଙ୍କା ଜବତ କରିଛି । ସୂଚନା ଅନୁସାରେ, ଜଣେ ପ୍ରଧାନଶିକ୍ଷକ ତଥା ପୂର୍ବତନ…

ICC ପ୍ରମୋରେ ବିରାଟଙ୍କ ଓଡ଼ିଆ ଫ୍ୟାନ୍ ପିଣ୍ଟୁ, ସାରା ବିଶ୍ୱ ଦେଖିଲା ତାଙ୍କ ଟାଟୁ

ନୂଆଦିଲ୍ଲୀ: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରର ପିଣ୍ଟୁ ବେହେରା l ଓଡ଼ିଶାରେ ସେ ଯେତେ ପରିଚିତ ନୁହଁନ୍ତି ତା’ଠୁ ଅଧିକ ପରିଚିତ ଏବେ ସାରା ବିଶ୍ୱରେ। କାରଣ, ଦେହସାରା ନିଜ ପ୍ରିୟ ଖେଳାଳି ବିରାଟ କୋହଲିଙ୍କ ଟାଟୁ ଆଙ୍କି ସେ ଅନେକ ପ୍ରଶଂସା ସାଉଁଟିଛନ୍ତି। ପିଣ୍ଟୁ ଏହି ଟାଟୁ ଜରିଆରେ ଏବେ ICC…

ଜେଲରେ ନିଘୋଡ଼ ନିଦରେ ଶୋଇଥିଲେ ୨ ୱାର୍ଡର, ଫଟୋ ଭାଇରାଲ ପରେ ହେଲେ ସସପେଣ୍ଡ

ଅନୁଗୁଳ: ଜେଲ୍‌ରେ ରହିଛନ୍ତି ବହୁ ମୋଷ୍ଟ ୱାଣ୍ଟେଡ ଅପରାଧୀ। ଘଟାଇ ସାରିଛନ୍ତି ବହୁ ବଡ଼ ବଡ଼ ଅପରାଧ । ହେଲେ ସେମାନଙ୍କୁ ଜଗିବାକୁ ନିୟୋଜିତ ହୋଇଥିବା ୨ ଜେଲ୍‌ କର୍ମଚାରୀ ଚେଇଁବା ବଦଳରେ ଅଚିନ୍ତା ନିଦରେ ଶୋଇ ପଡ଼ିଛନ୍ତି। ଅନୁଗୁଳ ଜିଲ୍ଲା ତାଳଚେର ଉପଖଣ୍ଡ କାରାଗାରରେ ଜେଲ ୱାର୍ଡର ଶୋଇବାର ଫଟୋ…