ଟ୍ୱିନ୍ ସିଟିରେ ଘନକୁହୁଡ଼ି, ଯାତାୟାତ ବାଧାପ୍ରାପ୍ତ
ଭୁବନେଶ୍ୱର: ଆଜି ସକାଳୁ ଟ୍ୱିନ୍ ସିଟିରେ ଘନକୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଛି । ଭୁବନେଶ୍ୱର ଓ କଟକରେ ଘନକୁହୁଡ଼ି ହେବା ଫଳରେ ଜନଜୀବନ ପ୍ରଭାବିତ ହୋଇଛି । ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି । ଏଥିସହ ରାଜ୍ୟର ଅନେକ ଜିଲ୍ଲାରେ ମଧ୍ୟ କୁହୁଡ଼ି ହୋଇଛି । ମାତ୍ର ୨୦ରୁ ୩୦ ମିଟର ମଧ୍ୟରେ…