ଆଗୁଆ ହେବ କି ବିଧାନସଭା ନିର୍ବାଚନ ? ମୁହଁ ଖୋଲିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର:କେବେ ହେବ ରାଜ୍ୟ ବିଧାନସଭା ନିର୍ବାଚନ ? ଆଗୁଆ ହେବ ନା ଲୋକସଭା ନିର୍ବାଚନ ସହ ହେବ ? ୨୦୨୪ ନିର୍ବାଚନକୁ ନେଇ ଏମିତି ଅନେକ ପ୍ରଶ୍ନକୁ ନେଇ ଆଲୋଚନା ଜୋର ଧରିଥିବାବେଳେ ମୁହଁ ଖୋଲିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଏକ ଗଣମାଧ୍ୟମକୁ ସାକ୍ଷାତ ଦେଇ…