ଶିକ୍ଷକ ହତ୍ୟା ଘଟଣା :ଅଭିଯୁକ୍ତଙ୍କ ଗିରଫ ଦାବିରେ ରାସ୍ତାରେ ବସିଲେ ଗ୍ରାମବାସୀ
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅନ୍ତର୍ଗତ ଇଞ୍ଚୋଳ ଗ୍ରାମର ଗଣିତ ଶିକ୍ଷକ ଅନିରୁଦ୍ଧ ସ୍ୱାଇଁ ହତ୍ୟାକାଣ୍ଡ ଇତିମଧ୍ୟରେ ୩ ମାସ ବିତିଲାଣି । ହେଲେ ପୋଲିସ ଜଣଙ୍କୁ ଗିରଫ କରି ଚୁପ୍ ହୋଇ ବସିଛି । ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାରେ ବର୍ତ୍ତମାନ ପର୍ଯ୍ୟନ୍ତ ବିଫଳ ହୋଇଛି ।…