୧୦୦ କୋଟି ବ୍ୟବସାୟ କଲା ଆୟୁଷ୍ମାନଙ୍କ ଅଭିନୀତ ଫିଲ୍ମ ‘ଡ୍ରିମ ଗର୍ଲ ୨’
ମୁମ୍ବାଇ: ନିକଟରେ ରିଲିଜ୍ ହୋଇଯାଇଛି ବଲିଉଡ ଅଭିନେତା ଆୟୁଷ୍ମାନ ଖୁରାନାଙ୍କ ଅଭିନୀତ ଫିଲ୍ମ ‘ଡ୍ରିମ ଗର୍ଲ ୨’ । ଫିଲ୍ମରେ ଆୟୁଷ୍ମାନଙ୍କ ବିପକ୍ଷରେ ଅଭିନେତ୍ରୀ ଅନନ୍ୟା ପାଣ୍ଡେ ମୁଖ୍ୟ ଭୂମିକାରେ ନଜର ଆସିଛନ୍ତି । ଏଥିରେ ଆୟୁଷ୍ମାନ ଖୁରାନାଙ୍କୁ ହଟ ଏବଂ ଗ୍ଲାମରସ ଲୁକରେ ଦେଖିବାକୁ ମିଳିଛି…