ହକି ଛାଡି ହାତ ଧରିଲେ ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ
ଭୁବନେଶ୍ୱର: କଂଗ୍ରେସରେ ମିଶିଲେ ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ । ହକି ଷ୍ଟିକ ଛାଡି ହାତ ଧରିଲେ । କଂଗ୍ରେସ ଭବନରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ଆନୁଷ୍ଠିକ ଭାବେ ଦଳରେ ସାମିଲ ହୋଇଛନ୍ତି ଏଇ ହକି ତାରକା ।
ପ୍ରବୋଧ କଂଗ୍ରେସରେ ମିଶିବା ନେଇ ପୂର୍ବରୁ ଆଲୋଚନା…