କିଟ୍ ଟିବିଆଇ ଦ୍ୱାରା ଦିନକରେ ୫ ଷ୍ଟାର୍ଟଅପ୍ ସହାୟତା କାର୍ଯ୍ୟକ୍ରମ
ଭୁବନେଶ୍ୱର: କିଟ୍-ଟିବିଆଇ ଦ୍ୱାରା ଗୋଟିଏ ଦିନରେ ଭୁଟାନ ଓ ଭାରତରେ ୫ଟି ଷ୍ଟାର୍ଟଅପ୍ କାର୍ଯ୍ୟକ୍ରମ ଆରମ୍ଭ କରି ସଫଳ ହୋଇଛି । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଷୟକୁ ସାମିଲ କରାଯାଇପାରିଛି। ଅଗଷ୍ଟ ୩ ଓ ୪ ତାରିଖରେ କିଟ୍ ଟିବିଆଇ ଭୁଟାନ୍ରେ ଦୁଇ ଦିନିଆ ଆଞ୍ଚଳିକ ଷ୍ଟାର୍ଟଅପ୍…