ଛାତ୍ରଙ୍କ ପ୍ୟାଣ୍ଟରେ ବିଛୁଆତି ପୁରାଇବା ଘଟଣା; ପ୍ରଧାନ ଶିକ୍ଷକ ନିଲମ୍ବିତ
ଯାଜପୁର: ଛାତ୍ରଙ୍କ ପ୍ୟାଣ୍ଟରେ ବିଛୁଆତି ପୁରାଇବା ଘଟଣାରେ ଯାଜପୁର ଜିଲ୍ଲାର ଜଣେ ସ୍କୁଲର ପ୍ରଧାନ ଶିକ୍ଷକଙ୍କୁ ମଙ୍ଗଳବାର ଦିନ ନିଲମ୍ବିତ କରାଯାଇଛି।
ସୁକିନ୍ଦା ବ୍ଲକର କାଳିଆପାଣିରେ ସାରୁବିଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଭାବରେ କାର୍ଯ୍ୟ କରୁଥିଲେ ବାସୁଦେବ ଦେହୁରୀ…