ଗଦର ୨ ପ୍ରମୋଶନ ପାଇଁ କପିଲ ଶର୍ମା ଶୋରେ ପହଞ୍ଚିଲେ ସନ୍ନି-ଅମିଶା
ମୁମ୍ବାଇ: ବଲିଉଡ଼ ଅଭିନେତା ସନ୍ନି ଦେଓଲ ଓ ଅଭିନେତ୍ରୀ ଅମିଶା ପଟେଲ ସେମାନଙ୍କ ଆଗାମୀ ଫିଲ୍ମ ‘ଗଦର-୨’କୁ ନେଇ ଖୁବ୍ ଚର୍ଚ୍ଚାରେ ଅଛନ୍ତି । ଆଜିକାଲି ଉଭୟେ ସେମାନଙ୍କ ଫିଲ୍ମ ପ୍ରମୋଶନରେ ବ୍ୟସ୍ତ ଅଛନ୍ତି । ନିକଟରେ ଦୁହେଁ କପିଲ ଶର୍ମାଙ୍କ ଶୋ’ରେ ପହଞ୍ଚିଥିଲେ ।
ଛୋଟପରଦାର ସବୁଠୁ…