ହକ୍ ପାଇଁ ବ୍ଲକ କାର୍ଯ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ
କୋରାପୁଟ: କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ରଣସପୁର ପଞ୍ଚାୟତର ରାଣିଗଡ଼ ଓ ସରଗିପଦର ଗ୍ରାମର ଲୋକେ ନିଜର ହକ ବ୍ଲକ କାର୍ଯ୍ୟାଳୟ ରେ ତାଲା ପକାଇଛନ୍ତି । ଆଉ ବାହାରେ ବସି ଧାରଣା ଦେଇଛନ୍ତି । ଦାବି ପୂରଣ ପାଇଁ ଲିଖିତ ପ୍ରତିଶୃତି ନ ମିଳିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଚେତାବନୀ…