ପୁଣି ବିସ୍ଫୋରଣରେ ଥରିଲା ପାକିସ୍ତାନ, ୯ ଯବାନ ମୃତ
ନୂଆଦିଲ୍ଲୀ: ପୁଣି ବିସ୍ଫୋରଣରେ ଥରିଲା ପାକିସ୍ତାନ । ପାକର ଖାଇବର ପଖତୁନଖ୍ବା ଅଞ୍ଚଳରେ ଗତକାଲି ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ ହୋଇଛି । ଏଥିରେ ପାକିସ୍ତାନ ସେନାର ୯ ଜଣ ଯବାନଙ୍କ ମୃତ୍ୟୁ ଘଟିଛି ଏବଂ ୧୭ ଜଣ ଗୁରୁତର ଆହତ ହୋଇଛନ୍ତି ।
ମିଳିଥିବା ସୂଚନା ଅନୁସାରେ, ମାଲି ଖେଲର ବନ୍ନୁ…