ଏମ୍ସ ଭୁବନେଶ୍ୱର ୧୧ତମ ପ୍ରତିଷ୍ଠା ଦିବସ, କାର୍ଯ୍ୟକ୍ଷମ ହେଲା ଧର୍ମଶାଳା
ଭୁବନେଶ୍ୱର: ପ୍ରଥମ ଦଶନ୍ଧିର ଗୌରବମୟ ଯାତ୍ରା ସହିତ ପୂର୍ବ ଭାରତରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସମସ୍ତଙ୍କ ଆସ୍ଥା ଭାଜନ ହୋଇପାରିଥିବା ଏମ୍ସ ଭୁବନେଶ୍ୱର ଆଜି ଏହାର ୧୧ତମ ପ୍ରତିଷ୍ଠା ଦିବସ ପାଳନ କରିଛି । ଏହି ଅବସରରେ ଏମ୍ସ ପକ୍ଷରୁ ଇ-ଅଫିସ୍ ବ୍ୟବସ୍ଥାର ଶୁଭାରମ୍ଭ କରାଯାଇଛି । ଏହି…