Latest Odisha News

BREAKING NEWS

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜରେ ମ୍ୟାନେଜର ହେବେ ଓଡିଶାର ଶିବବ୍ରତ

ଭୁବନେଶ୍ୱର: ଓଡିଶା କ୍ରିକେଟ ଆସୋସିଏଶନ ସଦସ୍ୟ ଶିବବ୍ରତ ମଲ୍ଲିକଙ୍କୁ ଆଗାମୀ ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ କ୍ରିକେଟ ସିରିଜ ପାଇଁ ମ୍ୟାନେଜର ଭାବେ ନିଯୁକ୍ତ କରାଯାଇଛି । ଏହି ୩ଟି ମ୍ୟାଚ ଜାନୁୟାରୀ ୧୮, ୨୧ ଓ ୨୪ରେ ଯଥାକ୍ରମେ ହାଇଦ୍ରାବାଦ, ରାୟପୁର ଓ ଇନ୍ଦୋରରେ ଖେଳାଯିବ । ମଙ୍ଗଳା କ୍ଲବର…

ହକି ବିଶ୍ୱକପ: ନେଦରଲାଣ୍ଡସର କ୍ରମାଗତ ଦ୍ୱିତୀୟ ବିଜୟ, ଚିଲିକୁ ହରାଇଲା ମାଲେସିଆ

ରାଉରକେଲା: ହକି ବିଶ୍ୱକପର ସୋମବାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯାଇଥିବା ୨ଟି ମ୍ୟାଚରେ ନେଦରଲାଣ୍ଡସ ଓ ମାଲେସିଆ ସେମାନଙ୍କ ମୁକାବିଲାକୁ ଜିତି ନେଇଛନ୍ତି । ପ୍ରଥମ ମ୍ୟାଚରେ ଚିଲି ଓ ମାଲେସିଆ ମଧ୍ୟରେ କଡା ମୁକାବିଲା ଦେଖିବାକୁ ମିଳିଥିଲା । ମାଲେସିଆ ୩-୨ ଗୋଲରେ ଚିଲିକୁ ପରାସ୍ତ…

ଦାବି ମାନିଲେ ସରକାର; ସ୍ଥଗିତ ହେଲା ବସ ଧର୍ମଘଟ

ଭୁବନେଶ୍ୱର: ଆସନ୍ତାକାଲି ରାଜ୍ୟବ୍ୟାପୀ ହେବାକୁ ଥିବା ଘରୋଇ ବସ ଧର୍ମଘଟ ସ୍ଥଗିତ ରଖାଯାଇଛି । ଘରୋଇ ବସ ମାଲିକ ସଂଘ ଏହି ସୂଚନା ଦେଇଛି । ୧୦ ଦଫା ଦାବି ନେଇ ଜାନୁଆରୀ ୧୭ ତାରିଖରେ ରାଜ୍ୟବ୍ୟାପୀ ବସ ଧର୍ମଘଟର ଡାକରା ଦେଇଥିଲା ଘରୋଇ ବସମାଲିକ ସଂଘ । ଏହି ଦାବି ନେଇ ସରକାରଙ୍କ…

ବିବାଦୀୟ ମୋଡ ନେଉଛି ବୋଟ ନିଖୋଜ ଘଟଣା; ୧୩ ମତ୍ସ୍ୟଜୀବୀ ୫ ଦିନ ଧରି ସମୁଦ୍ରରେ କ’ଣ କରୁଥିଲେ ?

ପାରାଦ୍ୱୀପ:  ପାରାଦ୍ଵୀପର ଦୁଇଟି ବୋଟ ନିଖୋଜ ହେବା ଘଟଣାକୁ ନେଇ  ବଢିଲା ସସପେନ୍ସ। ଦୁଇଟି ଯାକ ବୋଟ୍ ପାରାଦ୍ଵୀପ ଫେରିଥିଲେ ମଧ୍ୟ ବୋଟ୍ କର୍ମଚାରୀଙ୍କ କଥାରେ ରହୁନାହିଁ ତାଳମେଳ। ଘଟଣାର ତଦନ୍ତ ଏବେ ମତ୍ସ୍ୟ ବିଭାଗ, କୋଷ୍ଟଗାର୍ଡ ଓ ପୋଲିସ ହାତରେ।  ପାରାଦ୍ଵୀପ ମାଛଧରା ବନ୍ଦରରୁ ଦୁଇଟି…

ହର୍ଷ ଉଲ୍ଲାସରେ ଆାରମ୍ଭ ହେଲା ଖଡ଼ିଆଳ ମହୋତ୍ସବ

ନୂଆପଡ଼ା : ହର୍ଷ ଉଲ୍ଲାସରେ ଆାରମ୍ଭ ହେଲା ଖଡ଼ିଆଳ ମହୋତ୍ସବ । ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ରେ ଝୁମିଲେ ହଜାର ହଜାର ଦର୍ଶକ । କଳା, ସାହିତ୍ୟ, ସଂସ୍କୃତି ଐତିହ୍ୟ , ପ୍ରାଚୀନ ଲୋକଗୀତ, ଲୋକନୃତ୍ୟ ର ପୁନର୍ଜିବିତ କରିବା ଉଦ୍ଦେଶ୍ୟ ନେଇ ଖଡ଼ିଆଳ ମହୋତ୍ସବ ମହା ସମାରୋହରେ ଉଦଘାଟିତ ହୋଇଯାଇଛି ।…

ମହିଳାଙ୍କ ଉଚ୍ଚଶିକ୍ଷାକୁ ପୁଣି ତାଲିବାନର ବିରୋଧ: କହିଲେ,ମହିଳାଙ୍କ ଅଧିକାରକୁ ପ୍ରାଥମିକତା ଦିଆଯାଇ ପାରିବ ନାହିଁ

କାବୁଲ: ତାଲିବାନ ମୁଖପାତ୍ର ଜବିଉଲ୍ଲାହ ମୁଜାହିଦ ଏକ ବୟାନରେ କହିଛନ୍ତି, ମହିଳାଙ୍କ ଉପରେ ଥିବା ପ୍ରତିବନ୍ଧକ ହଟାଇବାକୁ ପ୍ରାଥମିକତା ଦିଆଯିବ ନାହିଁ । ଶନିବାର ତାଲିବାନ ସରକାର କହିଛନ୍ତି, ଇସଲାମିକ ଆଇନକୁ ବିରୋଧ କରୁଥିବା କୌଣସି କାମକୁ ଅନୁମତି ଦିଆଯିବ ନାହିଁ । ମହିଳାଙ୍କୁ ଅଧିକାର…

ରାମ ମନ୍ଦିର ଉପରେ ଆକ୍ରମଣ ନେଇ ଷଡଯନ୍ତ୍ର ରଚୁଛନ୍ତି ଆତଙ୍କବାଦୀ

ନୂଆଦିଲ୍ଲୀ: ଗଣତନ୍ତ୍ର ଦିବସ ଅବସରରେ ଆତଙ୍କବାଦୀମାନେ କେତେକ ସ୍ଥାନରେ ଆତ୍ମଘାତୀ ଆକ୍ରମଣ ନେଇ ଯୋଜନା କରୁଛନ୍ତି ବୋଲି ଭାରତର ଗୋଇନ୍ଦା ବିଭାଗ ଆଲର୍ଟ କରିଛି । ଅଯୋଧ୍ୟା ରାମ ମନ୍ଦିରକୁ ସେମାନେ ଟାର୍ଗେଟ କରିବାକୁ ଚାହୁଁଛନ୍ତି ବୋଲି ଇଂଟେଲିଜେନ୍ସି ଏଜେନ୍ସି ସୂଚନା ଦେଇଛି ।…

ମିଳିଲା ବ୍ଲକ ବକ୍ସ; ସାମ୍ନାକୁ ଆସିବ ବିମାନ ଦୁର୍ଘଟଣାର ରହସ୍ୟ

କାଠମାଣ୍ଡୁ: ଦୁର୍ଘଟଣାଗ୍ରସ୍ତ ହୋଇ ଜଳି ଯାଇଥିବା ବିମାନର ବ୍ଲାକ ବକ୍ସ ଉଦ୍ଧାର କରାଯାଇଛି । ଏହି ବିମାନ ଦୁର୍ଘଟଣାରେ ୭୨ ଜଣଙ୍କର ମୃତ୍ୟୁ ଘଟିଥିଲା । ସବୁକିଛି ଠିକଠାକ ଥିବବେଳେ ଅବତରଣର ମୋଟ ୧୦ ମିନିଟ ପୂର୍ବରୁ କେମିତି ଦୁର୍ଘଟଣାଗ୍ରସ୍ତ ହେଲା ଏଇ ବିମାନ? ଏହା ଏ ପର୍ଯ୍ୟନ୍ତ ଜଣା ପଡ଼ି…

୧୭ ବର୍ଷରୁ କମ ମହିଳା ଫୁଟବଲ: ଶ୍ରଦ୍ଧାଞ୍ଜଳୀଙ୍କୁ ଭାରତୀୟ କୋଚ ଦାୟିତ୍ୱ

ଭୁବନେଶ୍ୱର: ୧୭ ବର୍ଷରୁ କମ ମହିଳା ସାଫ(ସାଉଥ ଏସିଆନ ଫୁଟବଲ ଫେଡେରେଶନ) ଚାମ୍ପିୟନଶିପ ପାଇଁ ଓଡିଶାର ପୂର୍ବତନ ମହାନ ଫୁଟବଲ ଖେଳାଳି ଶ୍ରଦ୍ଧାଞ୍ଜଳି ସାମନ୍ତରାୟଙ୍କୁ ମିଳିଛି ଗୁରୁ ଦାୟିତ୍ୱ । ଏହି ଚାମ୍ପିୟନଶିପ ପାଇଁ ସେ ଜାତୀୟ ମହିଳା ଦଳର କୋଚ ଦାୟିତ୍ୱ ତୁଲାଇବେ । ପୂର୍ବରୁ ସେ ରାଜ୍ୟ…

ଭାରତର ୧ ପ୍ରତିଶତ ଧନୀଙ୍କ ପାଖରେ ଦେଶର ୪୦ ପ୍ରତିଶତରୁ ଅଧିକ ସମ୍ପତ୍ତି

ନୂଆଦିଲ୍ଲୀ: ଭାରତରେ ବଢ଼ୁଛି ଧନୀଙ୍କ ସଂଖ୍ୟା । ଅକ୍ସଫାମର ରିପୋର୍ଟ ଅନୁସାରେ, ଦେଶରେ ୨୦୨୦ ମସିହାରେ ୧୦୨ ଜଣ ବିଲିଅନାରୀ ଥିଲେ । ୨୦୨୨ରେ ବିଲିଅନାରୀ ଅର୍ଥାତ୍ ଅରବପତିଙ୍କ ସଂଖ୍ୟା ୧୬୬କୁ ବୃଦ୍ଧି ପାଇଛି । ସୋମବାର ଅକ୍ସଫାମ ଇଣ୍ଟରନାସନାଲ ପକ୍ଷରୁ ୱାର୍ଲ୍ଡ ଇକୋନୋମିକ ଫୋରମ୍ ଆନୁଆଲ୍…