Latest Odisha News

BREAKING NEWS

ବେଆଇନ ଗୋରୁ ଚାଲାଣ ବେଳେ ଓଲଟି ପଡ଼ିଲା କଣ୍ଟେନର ,୧୨ ଗୋରୁ ମୃତ

ଭୋଗରାଇ :  ବେଆଇନ ଗୋରୁ ଚାଲାଣ ବେଳେ ଓଲଟି ପଡ଼ିଲା କଣ୍ଟେନର । ଆଖି ବୁଜିଲେ ୨୦ରୁ ଅଧିକ ଗୋରୁ । କଣ୍ଟେନରରେ ପ୍ରାୟ ୨୦୦ରୁ ଅଧିକ ଗୋରୁଙ୍କୁ ଓଡ଼ିଶାରୁ ପଶ୍ଚିମବଙ୍ଗ ଚାଲାଣ କରାଯାଉଥିବା ବେଳେ ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ୫୭ ନଂ ରାଜ୍ୟ ରାଜପଥର ମହାନ୍ତି ଛକ ନିକଟରେ ଘଟିଲା ଅଘଟଣ ।  ଆଜି…

ରାଇସ ମିଲରେ ଚାଉଳ ବସ୍ତା ତଳେ ଚାପି ହୋଇ ଦୁଇ ଶ୍ରମିକ ମୃତ

ନୟାଗଡ଼ : ଚାଉଳ ବସ୍ତା ତଳେ ଚାପି ହୋଇ ଦୁଇ ଶ୍ରମିକ ମୃତ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ଓଡ଼ଗାଁ ଥାନା ରୋହୀବାଙ୍କରେ ଥିବା ମା ମଙ୍ଗଳା ରାଇସ ମିଲରେ । ସେହି  ମିଲରେ କାମ କରୁଥିବା ବେଳେ ଚାଉଳ ବସ୍ତା ତଳେ ଚାପି ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ…

ଆଜିଠୁ ଭାରତୀୟ ଜନତା ପାର୍ଟିର ଜାତୀୟ କାର୍ଯ୍ୟକାରିଣୀ

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟିର ଜାତୀୟ କାର୍ଯ୍ୟକାରିଣୀ ଆଜିଠୁ ଆରମ୍ଭ ହେଉଛି । ଦିଲ୍ଲୀରେ ବିଜେପିର ଦୁଇ ଦିନିଆ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ଅପରାହ୍ଣ ୪ଟାରୁ ଏହି ବୈଠକ ଅନୁଷ୍ଠିତ ହେବ ।  ଏହି ବୈଠକରେ ପ୍ରଧାନମନ୍ତ୍ରୀ ମୋଦୀ, ୩୫ କେନ୍ଦ୍ର ମନ୍ତ୍ରୀ, ୧୨ଟି ରାଜ୍ୟର…

ଭୂମିକମ୍ପରେ ଥରିଲା ଇଣ୍ଡୋନେସିଆର ସୁମାତ୍ରା ଦ୍ୱୀପ,ଆସିପାରେ ସୁନାମୀ

ନୂଆଦିଲ୍ଲୀ : ଇଣ୍ଡୋନେସିଆରେ ଭୂମିକମ୍ପ ଝଟକା  । ଥରିଲା ଇଣ୍ଡୋନେସିଆର ସୁମାତ୍ରା ଦ୍ୱୀପ ଇଣ୍ଡୋନେସିଆର ସୁମାତ୍ରା ଦ୍ୱୀପ  । ରିକ୍ଟର ସ୍କେଲରେ ତୀବ୍ରତା ୬.୨ ରେକର୍ଡ କରାଯାଇଛି  । ଭୂମିକମ୍ପ ପରେ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ସୁନାମୀ ଚେତାବନୀ ଦିଆଯାଇଛି  । ରିପୋର୍ଟ…

ସାରା ରାଜ୍ୟରେ ଘନ କୁହୁଡ଼ିର ଆସ୍ତରଣ, ଦିଶୁନି ଟ୍ୱିନ୍‌ ସିଟି

ଭୁବନେଶ୍ୱର: ରାଜ୍ୟରେ ଶୀତ ପ୍ରକୋପ କମିଥିବା ବେଳେ କୁହୁଡ଼ି ଦେଖାଦେଇଛି । ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଛି । ଫଳରେ ୨୦ରୁ ୩୦ ମିଟର ଦୂରକୁ କିଛି ଦୃଶ୍ୟମାନ ହେଉନାହିଁ । ଖାଲି ଭୁବନେଶ୍ୱର ନୁହେଁ ଘନକୁହୁଡ଼ିର ଆସ୍ତରଣରେ ଘୋଡେଇ ହୋଇଛି କଟକ…

ଧାରାବାହିକ ଉପନ୍ୟାସ : ବେଳାଭୂମିର ଚିହ୍ନ (୧୬)

କନକ ମଞ୍ଜରୀ ପଟ୍ଟନାୟକଙ୍କ ଧାରାବାହିକ ଉପନ୍ୟାସ ‘ବେଳାଭୂମିର ଚିହ୍ନ’ ହାତ ବଢ଼ାଇ ନିକଟରେ ଥିବା ସୁଟକେଶରୁ ଚନ୍ଦ୍ରଭାନୁଙ୍କର ଫଟୋ ଖଣ୍ଡିକ ବାହାର କଲା ପଦ୍ମିନୀ । ବ୍ଲାକ ବେକ୍‌ଗ୍ରାଉଣ୍ଡ୍ ଭିତରେ ଜଳି ଉଠୁଛି ତାଙ୍କର ପ୍ରତିଛବି; ଠିକ କଳା ରାତିରେ ଚନ୍ଦ୍ରମାର ଜ୍ୟୋତି ପରି । ଦୁଇ ଆଖି…

କବିତା : ଧାନ

ଦେବବ୍ରତ କର ଦଦରା ମାଟି ଚିଆରୀ କାନ୍ଥ ବୁଢ଼ା ବାଉଁଶର ହାଡ଼, କଣିର ଗଣ୍ଠିଆ ଆଙ୍ଗୁଳି, ପତଳା ଖପରା ପରି ମାଟିଚୋପା ଖସିଯାଏ ପରସ୍ତ, ପରସ୍ତ....। ଅସଂଖ୍ୟ ମୂଷାଗାତ ମାଟିରେ ସୁଡ଼ଙ୍ଗ, ଅପହଞ୍ଚ ଅନ୍ଧାରରେ ଧୂସର ସମାଧି ଦୀନତାର କଳାକୃତି, ମାଟିର କୋଣାର୍କ । ଏଠି ମଞ୍ଜ…

ଭାଷା ଭାଗବତ : ପଥ ଓ ପଥିକ

ପ୍ରଫୁଲ୍ଲ କୁମାର ତ୍ରିପାଠୀଙ୍କ ନିୟମିତ ବିଭାଗ ‘ଭାଷା ଭାଗବତ’ ପଥରେ ଖାଲ, ଢିପ ଥାଏ ପଥିକ ଜୋତା ପିଂଧି ଯାଏ ଜୀବନ ଯାତ୍ରାରେ ନିଜତ୍ବ ରକ୍ଷଣାବେକ୍ଷଣ ଉଚିତ ଜନାକୀର୍ଣ ଓ ଯାନାକୀର୍ଣ ପଥ ହେଲେ ହେଁ ଭିନ୍ନ ଭିନ୍ନ ଚଉଡ଼ା ଅଥବା ସଂକୀର୍ଣ ଲକ୍ଷ୍ୟ ହିଁ ହୁଏ ମୁଖ୍ୟ ଧ୍ୟାନ ଥିଲେ…

ତ୍ୱଚାର ଚମକ ବୃଦ୍ଧି କରିବାକୁ ଚାହୁଁଥିଲେ ଆପଣାନ୍ତୁ ଏହି ଉପାୟ…

ଗୋରା ଓ କୋମଳ ତ୍ୱଚା ସମସ୍ତଙ୍କୁ ପସନ୍ଦ। ମାତ୍ର ଶୀତଦିନେ ତ୍ୱଚାର ଚମକ ଓ ଗୋରାପଣ ହ୍ରାସ ହୋଇଥାଏ। ଏହି ସମସ୍ୟାରୁ ମୁକ୍ତି ପାଇବା ପାଇଁ କିଛି ନୂଆ ଉପାୟ ଆପଣେଇବା । କ୍ଷୀରର ବ୍ୟବହାର କରିବା ବେଶ ଲାଭଦାୟକ। କ୍ଷୀରର ବ୍ୟବହାର ବିଷୟରେ ତ ସଭିଁଙ୍କୁ ଜଣା ।ତେବେ ଏହି କ୍ଷୀରର ବ୍ୟବହାର କରି…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ବେଢା ବୁଲା ଅବସରରେ ଆମେ ଦେବଯାନ ଦର୍ଶନ ଆରମ୍ଭ କରିଛେ। ପ୍ରଥମେ ପ୍ରଣାମ କରିବା ଶ୍ରୀ ଐଶାନେଶ୍ୱର ମହାଦେବଙ୍କୁ। କୂର୍ମ ବେଢାର ଉତ୍ତର ଦିଗ ଭିତର…