ଛାତ୍ରଛାତ୍ରୀଙ୍କ ମଧ୍ୟାହ୍ନ ଭୋଜନ ଥାଳିରେ ମହଙ୍ଗା ମାଡ଼: ପରିବା ଦର ଆକାଶଛୁଆଁ, ସ୍କୁଲରେ ପିଲା ଖାଇବେ କଣ ?
ନବରଙ୍ଗପୁର: ପରିବା ଦର ଏବେ ଆକାଶ ଛୁଆଁ । ଶହେ ଟଙ୍କା ତଳକୁ ପରିବା ମିଳିବା ପ୍ରାୟ ଅସମ୍ଭବ ହୋଇପଡ଼ିଲାଣି । ଏପରିକି ଅନେକ ପରିବା ଦର ଦୁଇ ଶହ ଟଙ୍କା ଉପରେ ମଧ୍ୟ ବିକ୍ରି ହେଉଛି । ସପ୍ତାହେ ହେବ ପରିବା ଦର ଉପରମୁହାଁ ହୋଇଛି । ଦର ବଢୁଥିବାରୁ ଲୋକେ ବଜାରରୁ କମ୍ ପରିବା କିଣୁଛନ୍ତି । ଗୋଟିଏ…