ବଗିଚାରେ କାମ କଲାବେଳେ ଦଳିଦେଲା ଦନ୍ତା: ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
ଅନୁଗୁଳ : ଥମୁନି ହାତୀ ଆତଙ୍କ । ଦିନକୁ ଦିନ ହାତୀଙ୍କ ଉପଦ୍ରବ ବଢିବାରେ ଲାଗିଛି । କେତେବେଳେ ହାତୀପଲ ଗାଁ ମୁହାଁ ହେଉଛନ୍ତି ତ ଆଉ କେତେବେଳେ ହାତୀ ଆକ୍ରମଣରେ ବହୁମୂଲ୍ୟ ଜୀବନ ଚାଲିଯାଉଛି । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ଅନୁଗୁଳ ବନଖଣ୍ଡ ତଳଗଡ଼ ଗାଁରେ । ବଗିଚାରେ କାମ…