Odisha Vigilance: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡିଲେ RWSS କିରାଣି
କଳାହାଣ୍ଡି: ଭିଜିଲାନ୍ସ ଜାଲରେ RWSS କିରାଣି । କଳାହାଣ୍ଡି ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ବରିଷ୍ଠ କିରାଣୀ ଟି ଭେଙ୍କଟ ଗିରି ରାଓଙ୍କୁ ମାଡିବସିଲା ଭିଜିଲାନ୍ସ । ପେନସନ ଓ ଗ୍ରାଚୁଟି କାଗଜ ପତ୍ର କରାଇଦେବା ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ।…