ରାଞ୍ଚି କୋର୍ଟରେ ହାଜର ହେଲେ ଅମିଷା
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଅମିଷା ପଟେଲ ଫିଲ୍ମ ‘ଗଦର-୨’କୁ ନେଇ ଖୁବ୍ ଚର୍ଚ୍ଚାରେ ଅଛନ୍ତି । ବହୁ ବର୍ଷ ହେଲାଣି ତାଙ୍କୁ କୌଣସି ଫିଲ୍ମରେ ଦେଖିବାକୁ ମିଳି ନ ଥିଲା । ଆଗକୁ ସେ ଫିଲ୍ମ ‘ଗଦର-୨’ରେ ନଜର ଆସିବେ । କିନ୍ତୁ ଅମିଷାଙ୍କ ବିରୋଧରେ ଚେକ ବାଉନ୍ସ ମାମଲା ଚାଲିଛି । ଯାହାକୁ ନେଇ ସେ…