ଧାର୍ମିକ ପର୍ଯ୍ୟଟନସ୍ଥଳୀ ଭାବେ ଉତ୍ତରକାଶୀ ଜଗନ୍ନାଥ ମନ୍ଦିରର ଉନ୍ନତୀକରଣ ହେବ-କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର:ଉତ୍ତରକାଶୀରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିରର ରକ୍ଷଣାବେକ୍ଷଣ ଓ ସୌନ୍ଦର୍ଯ୍ୟକରଣ କରିବା ନେଇ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀଙ୍କ ସହ ଆଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏଥିସହିତ ଏହି ମନ୍ଦିରର ନୀତିକାନ୍ତି କିପରି ସୂଚାରୁ ରୂପେ ହେବ…