ଟି୨୦ ସିରିଜ: ହରମନପ୍ରୀଙ୍କ ଅର୍ଦ୍ଧଶତକ ବଳରେ ବାଂଲାଦେଶକୁ ହରାଇଲା ଭାରତ
ମୀରପୁର: ହରମନପ୍ରୀତ କୌରଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ଏଠାରେ ଅନୁଷ୍ଠିତ ପ୍ରଥମ ଟି୨୦ କ୍ରିକେଟ ମ୍ୟାଚରେ ୭ୱିକେଟରେ ବାଂଲାଦେଶକୁ ପରାସ୍ତ କରିଛି । ପ୍ରଥମେ ବ୍ୟାଟିଂ କରି ବାଂଲାଦେଶ ୨୦ ଓଭରରେ ୫ ୱିକେଟ ହରାଇ ୧୧୪ ରନ କରିଥିଲା । ଶୋରନା ଅଖତାର ୨୮, ସାଥୀ ରାଣୀ ୨୨ ଓ…