ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନରେ ବ୍ୟାପକ ହିଂସା, ୧୮ ମୃତ
କୋଲକାତା : ପଶ୍ଚିମବଙ୍ଗରେ ଶନିବାର ଦିନ ବ୍ୟାପକ ହିଂସା ମଧ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଶେଷ ହୋଇଛି। ପଞ୍ଚାୟତ ନିର୍ବାଚନ ଭୋଟ ବେଳେ ବ୍ୟାପକ ହିଂସା ଘଟି ୧୮ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୧୦ ଜଣ ଟିଏମସି କର୍ମୀ, ୩ ଜଣ ସିପିଆଇ(ଏମ୍) କର୍ମୀ, ବିଜେପିର ୩ ଓ…