ଏମିତି ଏକ ସର୍ବସାଧାରଣ ଟଏଲେଟ: ଯେଉଁଠି ଲୋକେ ବନାଉଛନ୍ତି ଭିଡ଼ିଓ
ଥାଇଲାଣ୍ଡ: ଦୁନିଆରେ ଏପରି ଅନେକ ଜିନିଷ ଅଛି, ଯାହାକୁ ଦେଖିଲେ ବି ବିଶ୍ୱାସ କରିବା କଷ୍ଟକର ହୋଇପଡ଼େ । କେତେକ ସେମାନଙ୍କର ଡିଜାଇନ ଏବଂ ଚିତ୍ରକଳା ହେତୁ ସ୍ୱତନ୍ତ୍ର ହୋଇଥାଏ । କିନ୍ତୁ ଏବେ ଥାଇଲାଣ୍ଡର ଏପରି ଏକ ସର୍ବସାଧାରଣ ଟଏଲେଟ୍ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି, ଯାହାକୁ…