Latest Odisha News

BREAKING NEWS

ପୂରଣ ହେବ କି ଭାରତର ୪୮ ବର୍ଷର ସ୍ୱପ୍ନ ?

ଭୁବନେଶ୍ୱର: ଆଉ ମାତ୍ର ୩ ଦିନ । ଆରମ୍ଭ ହେବ ହକି ବିଶ୍ୱକପ୍ । ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ୍ ସହ ରାଉରକେଲାର ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯିବ ସମସ୍ତ ମ୍ୟାଚ । ୨୦୧୮ ହକି ବିଶ୍ୱକପ୍ ପରେ ଓଡ଼ିଶାରେ ଲଗାତାର ଦ୍ୱିତୀୟ ଥର ପାଇଁ ହକି ବିଶ୍ୱକପ୍ ଖେଳ ହେବାକୁ ଯାଉଛି । ବିଶ୍ୱର…

ଏ ଦେଶରେ ନଦୀ ନାହିଁ କି ନାଳ ନାହିଁ ତଥାପି ପାଣିର ଅଭାବ ନାହିଁ

ଚାରିଆଡେ ବାଲି ଆଉ ବାଲି । ଏଠି ନା ନଦୀ ଅଛି, ନା କୌଣସି  ବଡ ପୋଖରୀ । ବର୍ଷା ବି ବର୍ଷକେ ଥରେ ବା ଦୁଇଥର ଆସିଥାଏ । କିନ୍ତୁ ଘଡିକ ପାଇଁ ।  ଏଠି ଚାରିଆଡ ଖାଲି ଶୁଖିଲା ଶୁଖିଲା.. ମରୁସ୍ଥଳ । ହଜାର ହଜର ବର୍ଷ ଧରି ସଉଦୀ ଆରବରେ ଲୋକେ ପାଣି ପାଇଁ ଭୂତଳ ଜଳ ଉପରେ ନିର୍ଭର କରି ଆସୁଛନ୍ତି…

ଖୁବ୍‌ ଶୀଘ୍ର ରିଲିଜ୍‌ ହେବ କେଜିଏଫ୍‌ ଚାପ୍ଟର-୩

ମୁମ୍ବାଇ : ଦର୍ଶକଙ୍କ ଅପେକ୍ଷାର ଅନ୍ତ ଘଟିବ । ଖୁବ୍‌ ଶୀଘ୍ର ରିଲିଜ ହେବାକୁ ଯାଉଛି କେଜିଏଫ୍‌ ଚାପ୍ଟର –୩  । ଯାହାକୁ ନେଇ ଦର୍ଶକଙ୍କ ମନରେ ଭରିରହିଛି ଉତ୍ସାହ । ଭାରତୀୟ ସିନେମା ଜଗତରେ କନ୍ନଡ଼ ଫିଲ୍ମ ‘କେଜିଏଫ୍‌’ ଦେଶ ବିଦେଶରେ ଚର୍ଚ୍ଚା ସୃଷ୍ଟି କରିଥିଲା । ଏହି ଫିଲ୍ମକୁ ଦର୍ଶକ ବହୁତ…

ଗ୍ରୋସରି ଡିଷ୍ଟ୍ରିବ୍ୟୁଟର ମ୍ୟାନେଜରଙ୍କୁ ଭୁଜାଲିରେ ହାଣି ୧୫ ଲକ୍ଷ ଟଙ୍କା ଲୁଟି ନେଲେ ୩ ଦୁର୍ବୃତ୍ତ

ଢେଙ୍କାନାଳ: ଭୁଜାଲିରେ ହାଣି ୧୫ ଲକ୍ଷ ଟଙ୍କା ଲୁଟିଲେ ଦୁର୍ବୃତ୍ତ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି  ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଲୋଧଣୀ ଗାଁ ଓଡିଶା ଗ୍ରାମ୍ୟ ବ୍ୟାଙ୍କ ସାମ୍ନାରେ । ଜଣେ ଗ୍ରୋସରି  ଡିଷ୍ଟ୍ରିବ୍ୟୁଟର ମ୍ୟାନେଜରଙ୍କୁ ଭୁଜାଲିରେ ହାଣି ୧୫ ଲକ୍ଷ ଟଙ୍କା ଲୁଟି…

କୋଚର ଦମ୍ପତିଙ୍କ ଗିରଫଦାରୀ ବେଆଇନ-ବମ୍ବେ ହାଇକୋର୍ଟ

ନୂଆଦିଲ୍ଲୀ: ଆଇସିଆଇସିଆଇ ବ୍ୟାଙ୍କ ଦୁର୍ନୀତିରେ ଗିରଫ ହୋଇଥିବା ବ୍ୟାଙ୍କର ପୂ୍ର୍ବତନ ସିଇଓ ଚନ୍ଦା କୋଚର ଓ ତାଙ୍କ ସ୍ୱାମୀ ଦୀପକ କୋଚରଙ୍କୁ ମିଳିଲା ଆଶ୍ୱସ୍ତି । ବମ୍ବେ ହାଇକୋର୍ଟ ଏକ ରାୟରେ ଉଭୟଙ୍କ ଗିରଫଦାରୀ ବେଆଇନ ବୋଲି କହିଛନ୍ତି । ଉଭୟଙ୍କ ଗିରଫଦାରିକୁ ଚାଲେଞ୍ଜ କରି ଆଗତ ଏକ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ହଦଗଡ଼ ପର୍ଯ୍ୟଟନ କ୍ଷେତ୍ର

ଆନନ୍ଦପୁର : ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ହଦଗଡ଼ ପର୍ଯ୍ୟଟନ କ୍ଷେତ୍ର । ସତେ ଯେପରି ନୀଳ ଜଳରାଶିରେ ଆକାଶ ସହିତ ପାହାଡ ଓ ଡ୍ୟାମର ମିଳନ ହୋଇଛି । ପ୍ରକୃତିର ଏହି ମଜା ନେବାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକ ଛୁଟି ଆସନ୍ତି । ସୂଚନା ଅନୁଯାୟୀ,…

ଗୁରୁ କେଳୁ ଚରଣ ମହାପାତ୍ରଙ୍କ ୯୭ତମ ଜୟନ୍ତୀ ପାଳିତ

ଭୁବନେଶ୍ୱର : ପ୍ରଖ୍ୟାତ ଓଡ଼ିଶୀ ନୃତ୍ୟଶିଳ୍ପୀ ଗୁରୁ କେଳୁ ଚରଣ ମହାପାତ୍ରଙ୍କ ୯୭ତମ ଜୟନ୍ତୀ ଉତ୍ସବ ଓଡ଼ିଶୀ ଗବେଷଣା କେନ୍ଦ୍ର ପରିସରରେ ପାଳିତ ହୋଇଯାଇଛି । ଏହି ଅବସରରେ ଓଡ଼ିଶୀ ନୃତ୍ୟଗୁରୁ ନିତ୍ୟାନନ୍ଦ ଦାସ, ସୁକାନ୍ତ କୁମାର କୁଣ୍ଡୁ, ପ୍ରୀତିପ୍ରଜ୍ଞା ନାୟକ, ସୌମ୍ୟା ଶୁଭଦର୍ଶିନୀ,…

ବ୍ରାଜିଲରେ ରାଜନୈତିକ କନ୍ଦଳ: ପୂର୍ବତନ ରାଷ୍ଟ୍ରପତିଙ୍କ ସମର୍ଥକ ରାଷ୍ଟ୍ରପତି ଭବନ ଓ ସୁପ୍ରିମକୋର୍ଟ ମଧ୍ୟକୁ ଧସେଇ…

ବ୍ରାସିଲିଆ: ବ୍ରାଜିଲରେ ରାଜନୈତିକ ଅସ୍ଥିରତା ଗମ୍ଭୀର ହୋଇଛି । ପୂର୍ବତନ ରାଷ୍ଟ୍ରପତି ଜାୟର ବାଲ୍ସୋନାରୋଙ୍କ ଶତାଧିକ ସମର୍ଥକ ରବିବାର ପୋଲିସ ବ୍ୟାରିକୋଡ ଭାଙ୍ଗି କଂଗ୍ରେସ, ରାଷ୍ଟପତି ଭବନ ଏବଂ ସୁପ୍ରିମକୋର୍ଟ ଭିତରକୁ ଧସେି ପଶି  ଯାଇଥିଲେ । ପ୍ରଦର୍ଶନକାରୀମାନେ ସବୁଜ ଏବଂ ହଳଦିଆ…

ସ୍ୱାସ୍ଥ୍ୟ କେନ୍ଦ୍ର ଯିବା ପାଇଁ ବିପଦପୂର୍ଣ୍ଣ ଯାତ୍ରା, ଭରା ନଦୀରେ ଖଟିଆରେ ବୁହା ହେଲେ ରୋଗୀ

ରାୟଗଡ଼ା : ଗାଁ କୁ ନାହିଁ ମୌଳିକ ସୁବିଧା। ଉପଯୁକ୍ତ ସ୍ୱାସ୍ଥ୍ୟ ସେବାରୁ ବଞ୍ଚିତ ଗାଁ ଲୋକେ । ଖଟିଆରେ ବୁହା ହେଉଛନ୍ତି ରୋଗୀ । ବିପଦପୂର୍ଣ୍ଣ ଭାବେ ନଦୀରେ ହେଉଛନ୍ତି ପାର୍‌ । ପୁଣି ରାୟଗଡ଼ାରୁ ସାମ୍ନାକୁ ଆସିଲା ଏପରି ବିକଳ ଚିତ୍ର । ଯନ୍ତ୍ରଣାରେ ଛଟପଟ ହେଉଛି ରୋଗୀ। ସ୍ୱାସ୍ଥ୍ୟ…

ଆସନ୍ତୁ ଜାଣିବା କାଳିଆର ପୁଷ୍ପଶୃଙ୍ଗାର ଓ ନାକଚଣା ରହସ୍ୟ

ପୁରୀ: ଶୃଙ୍ଗାରପ୍ରିୟ ଆମ କଳାଠାକୁର ।ଶୃଙ୍ଗାରରେ ତାଙ୍କର ଭାରି ଆଦର।କଳାଠାକୁରଙ୍କ ଦିନଚର୍ଯ୍ୟାରେ ଯୋଡି ହୋଇଥାଏ ଦିନର ଅନ୍ତିମ ବେଶ ବଡ଼ସିଂହାର ବେଶ ବା ବଡ଼ଶୃଙ୍ଗାର ବେଶ ।ରାତିରେ ଚନ୍ଦନ ଲାଗି ନୀତି ପରେ ବଡ଼ସିଂହାର ବେଶରେ ନାନାଦି ପୁଷ୍ପ ଅଳଙ୍କାରରେ ସଜେଇ ହୁଅନ୍ତି ବଡ଼…